‘ଅକଭାନ’ର ଭୟ ଶେଷ, ଡରାଉଛି ବର୍ଷା

Nov 20, 2026 - 13:47
‘ଅକଭାନ’ର ଭୟ ଶେଷ, ଡରାଉଛି ବର୍ଷା
Gallery

‘ଅକଭାନ’ର ଭୟ ଶେଷ, ଡରାଉଛି ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକଭାନ’ର ଲ୍ୟାଣ୍ଡଫଲ ଶେଷ ହୋଇଛି। ଗୋପଳପୁରରେ ଏବେ ପାଗ ସାଧାରଣ ରହିଛି। କିନ୍ତୁ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆକଳନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)