ଅମିତ ଶାହାଙ୍କ ଓଡିଶା ଗସ୍ତ ବାତିଲ

Nov 24, 2026 - 11:46
ଅମିତ ଶାହାଙ୍କ ଓଡିଶା ଗସ୍ତ ବାତିଲ

ଭୁବନେଶ୍ୱର : ଅମିତ ଶାହାଙ୍କ ଓଡିଶା ଗସ୍ତ ବାତିଲ ।  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ନଭେମ୍ବର ୨୯ ତାରିଖର ଓଡ଼ିଶା ଗସ୍ତ ବାତିଲ ହୋଇଛି ।  ଆସନ୍ତା ୨୯ତାରିଖରେ ପୁରୀରେ ହେବାକୁ ଥିବା ଇଷ୍ଟର୍ଣ୍ଣ ଜୋନାଲ କାଉନସିଲର ୨୮ତମ ବୈଠକ ବାତିଲ ହେବ ଯୋଗୁଁ ଅମିତ ଶାହଙ୍କ ଗସ୍ତ ବାତିଲ ହୋଇଥିବା ନେଇ ସୂଚନା ମିଳିଛି । ବୈଠକ ବାତିଲ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

କେନ୍ଦ୍ର ଗୃହମନ୍ତ୍ରୀ ନଭେମ୍ବର ୨୮ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା ଏବଂ ଏହି ଗସ୍ତ ସମୟରେ ସେ ସରକାରୀ ବୈଠକ ସହ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)