ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲାରେ ଗିରଫ ହେଲେ କଂଗ୍ରେସର ପୂର୍ବତନ ବିଧାୟକ ନିର୍ମଳ ଘୋଷ

Aug 13, 2026 - 16:55
ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲାରେ ଗିରଫ ହେଲେ କଂଗ୍ରେସର ପୂର୍ବତନ ବିଧାୟକ ନିର୍ମଳ ଘୋଷ

କୋଲକାତା ଆରଜି କର ହସ୍ପିଟାଲ ଓ ମେଡିକାଲ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆକ୍ସନ। ତୃଣମୂଳ କଂଗ୍ରେସର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରିଛି ପୋଲିସ। ଓଡ଼ିଶାରୁ ନିର୍ମଳ ଘୋଷଙ୍କୁ ଗିରଫ କରିଛି ପୋଲିସ। ମୃତଦେହକୁ ଶୀଘ୍ର ଦାହ କରିବା ସହ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ପଶ୍ଚିମବଙ୍ଗ ପୋଲିସ ତାଙ୍କୁ ଗିରଫ କରିଛି। ପରିବାରର ବିନା ଦସ୍ତଖତରେ ମୃତ ଛାତ୍ରୀଙ୍କର ଶବକୁ ଦାହ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ନିର୍ମଳ ଘୋଷଙ୍କୁ ଓଡ଼ିଶାରୁ ଗିରଫ କରି କୋଲକାତା ନେଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media