୧୩.୬.୨୦୨୬, ଶନିବାର

ମେଷ: ନୂତନ ଅାୟ, ବ୍ୟବସାୟରେ ସ୍ବଳ୍ପ ଲାଭ, ଶୁଭସମାଚାର, ଦେବକାର୍ଯ୍ୟରେ ଅାଗ୍ରହ, ମାନସିକ ଅବସାଦ, ସନ୍ତାନ ସମସ୍ୟା, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ଦାମ୍ପତ୍ୟସୁଖ, ଅନୁଷ୍ଠାନରୁ ଲାଭ, ଭରଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୯, ଆରାଧନା-ଶଙ୍କର ଭଗବାନ
ବୃଷ: ବ୍ୟୟବୃଦ୍ଧି, ଲୋକସମସ୍ୟା, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁଲାଭ, ଶରୀର ସୁସ୍ଥ, କିଛିକାର୍ଯ୍ୟରେ ଅସନ୍ତୁଷ୍ଟ, ସନ୍ତାନସମସ୍ୟା, ସମ୍ପତ୍ତିଲାଭ, ବ୍ୟକ୍ତିସହାୟତା, ରୋହିଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ମା’ ମହାଲକ୍ଷ୍ମୀ
ମିଥୁନ: ସମ୍ମାନଲାଭ, ତୀର୍ଥାଟନ, ଲୋକସମ୍ପର୍କ ବୃଦ୍ଧି, ଦ୍ରବ୍ୟଲାଭ, ପାରିବାରିକ ଖୁସି, ଶୁଭଖବର, ବନ୍ଧୁଲାଭ, କର୍ମକ୍ଷେତ୍ରେ ସମ୍ମାନିତ, ଉଚ୍ଚବ୍ୟକ୍ତିଙ୍କ ସହାୟତା, ମାନସିକ ଶାନ୍ତି, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-୧୨, ଆରାଧନା-ଶ୍ରୀଗଣେଶ
କର୍କଟ: କର୍ମେ ଖୁସି, ଦେବକାର୍ଯ୍ୟରେ ସନ୍ତୁଷ୍ଟ, ମାନସିକ ଶାନ୍ତି, ଅର୍ଥସମସ୍ୟା, ପାରିବାରିକ ସହଯୋଗ, ନୂତନ କର୍ମାରମ୍ଭ, ସମ୍ପତ୍ତିବିବାଦ, ବ୍ୟବସାୟିକ ଖୁସି, ପରିଭ୍ରମଣ ସୁଖ, ଶରୀର ସୁସ୍ଥ, ଅଶ୍ଳେଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୮, ଆରାଧନା-ମା’ ଭଗବତୀ
ସିଂହ: ଶରୀର ସୁସ୍ଥ, ମାନସିକ ଶାନ୍ତି, ସନ୍ତାନସୁଖ, ଲୋକସମ୍ପର୍କ ବୃଦ୍ଧି, ବ୍ୟବସାୟରେ ଲାଭ, ଅର୍ଥପ୍ରାପ୍ତି, ଭ୍ରାତୃଭଗ୍ନିଙ୍କ ସ୍ନେହ, ଦ୍ରବ୍ୟଲାଭ, ସମ୍ପତ୍ତିଲାଭ, ହଠାତ୍ ଦୂରଯାତ୍ରା, ପୂର୍ବାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୦, ଆରାଧନା-ଲକ୍ଷ୍ମୀନାରାୟଣ
କନ୍ୟା: ଅର୍ଥଲାଭ, ବନ୍ଧୁଗୃହେ ଯାତ୍ରା, ବିବାଦ ସମାଧାନ, ଉଚ୍ଚବ୍ୟକ୍ତିଙ୍କ ସହାୟତା, ସନ୍ତାନସମସ୍ୟା, ନୂତନକାର୍ଯ୍ୟାରମ୍ଭ, ବ୍ୟବସାୟରେ ସ୍ବଳ୍ପ ଲାଭ, ଶତ୍ରୁ ପରାଜିତ, ପରିବହନରେ ସମସ୍ୟା, ଆୟ ଭଲ, ହସ୍ତା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୬, ଆରାଧନା-ମା’ େକାଚିଲାଇ
ତୁଳା: ଆର୍ଥିକସୁଖ, ଶୁଭଖବର, ପାରିବାରିକ ଖୁସି, ସନ୍ତାସମସ୍ୟା, ଉଚ୍ଚଆଶାରେ ଲାଭ, ମାନସିକ ଅବସାଦ, ସ୍ବାସ୍ଥ୍ୟସମସ୍ୟା, ବ୍ୟବସାୟିକ ଖୁସି, ବ୍ୟକ୍ତିସହାୟତା, ଦୂରଯାତ୍ରା, ଗୃହେ ଉତ୍ସବ, ପିତାମାତାଙ୍କ ଚିନ୍ତା, ସ୍ବାତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ଶଙ୍କର ଭଗବାନ
ବିଛା: ଦ୍ରବ୍ୟଲାଭ, ଆତ୍ମସନ୍ତୋଷ, ଶତ୍ରୁସମସ୍ୟା, ଗାଡ଼ିଚାଳନାରେ ସତର୍କ, ସ୍ବାସ୍ଥ୍ୟସମସ୍ୟା, ମାନସିକ ଅବସାଦ, ଈଶ୍ବରବିଶ୍ବାସ, ଦାମ୍ପତ୍ୟସୁଖ, ଅର୍ଥପ୍ରାପ୍ତି, ସମ୍ପତ୍ତିକନ୍ଦଳ, ଜ୍ୟେଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୪, ଆରାଧନା-ମା’ ବଗଳାମୁଖୀ
ଧନୁ: ପିଲାଙ୍କକଷ୍ଟ, ପାରିବାରିକ ଖୁସି, ଅର୍ଥସମସ୍ୟା, ଜମିଜମା ଗଣ୍ଡଗୋଳ, ଦୂରଯାତ୍ରା, ଭ୍ରାତୃସ୍ନେହ, ବ୍ୟବସାୟରେ କଷ୍ଟ, ଲୋକସମ୍ପର୍କ ହାନି, ଶରୀର ସୁସ୍ଥ, ମାନସିକ ଅବସାଦ, ପୂର୍ବାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ପିତାମାତାଙ୍କ େସବା
ମକର: କଳହଯୋଗ, ସନ୍ତାନଖୁସି, ପାରିବାରିକ ବିବାଦ, ବ୍ୟବସାୟରେ ଲାଭ କମ୍, ଶୁଭକାର୍ଯ୍ୟରେ ଧନଖର୍ଚ୍ଚ,. ଦ୍ରବ୍ୟନଷ୍ଟ, ବ୍ୟକ୍ତିସହାୟତା, ବିଦେଶ ଭ୍ରମଣ ଶରୀର ସୁସ୍ଥ, କଚେରୀ ମାମଲା, ଆୟକମ୍ , ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୫, ଆରାଧନା-ଗ୍ରାମଦେବତୀ
କୁମ୍ଭ: କର୍ମେ ଖୁସି, ମାନସିକ ଅବସାଦ, ଦୂରଯାତ୍ରା, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁସାହାଯ୍ୟ, ଶରୀର ଅସୁସ୍ଥ, ଅର୍ଥସମସ୍ୟା, ସନ୍ତାନସମସ୍ୟା, ବିଦ୍ୟାରେ ସଫଳତା, ନୂତନ କାର୍ଯ୍ୟ ଅାରମ୍ଭ, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୬, ଆରାଧନା-ଗାଈମାନଙ୍କୁ ଖାଦ୍ୟ ଦିଅନ୍ତୁ
ମୀନ: ଅଯଥା କଷ୍ଟ, ନୂତନ ଅାଶା ପୂର୍ଣ୍ଣ, ସମ୍ପତ୍ତିଲାଭ, ଭ୍ରାତୃକଳହ, ବିଶିଷ୍ଠ ବ୍ୟକ୍ତି ସହାୟତା, ଶରୀର ସୁସ୍ଥ, ବ୍ୟବସାୟ ଅାରମ୍ଭ, ପରିବହନ େକ୍ଷତ୍ରେ ସମସ୍ୟା, ଅର୍ଥ ସମସ୍ୟା, ଶତ୍ରୁସମସ୍ୟା, ରେବତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ମା’ ଦକ୍ଷିଣକାଳୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।