୨୦.୭.୨୦୨୬ ସୋମବାର

Jul 20, 2026 - 07:01
୨୦.୭.୨୦୨୬  ସୋମବାର

 

 

ମେଷ: କର୍ମରେ ଆନନ୍ଦ, ଦେବକାର୍ଯ୍ୟରେ ଆଗ୍ରହ, ଲୋକସମ୍ପର୍କ ବୃଦ୍ଧ, ପାରିବାରିକ ସହଯୋଗ, ବନ୍ଧୁ କଷ୍ଟ, ଶତ୍ରୁ ସମସ୍ୟା, ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା, ବାଣିଜ୍ୟରେ ସ୍ବଳ୍ପ ଲାଭ, ଶାରୀରିକ ସୁସ୍ଥତା, ସନ୍ତାନ ଲାଭଅଶ୍ବିନ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୬୦, ଆରାଧନା- ଲକ୍ଷ୍ମୀନାରାୟଣ

ବୃଷ: ଶାରୀରିକ ଅସୁସ୍ଥ, ବିଭିନ୍ନ କାର୍ଯ୍ୟରେ ସମସ୍ୟା, ଶତ୍ରୁ ସମସ୍ୟା, ବ୍ୟବସାୟିକ କଷ୍ଟ, ବନ୍ଧୁ ସହାୟତା, ବାକିଧନ ଫେରସ୍ତ, ପରିବାରରେ ଉତ୍ସବ ରହିବ, ବିଦ୍ୟାରେ ସଫଳତା।  ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଦାମି, ସଂଖ୍ୟା-, ଆରାଧନା- ମାବଗଳାମୁଖୀ

ମିଥୁନ:  ଦ୍ରବ୍ୟଲାଭ, ବନ୍ଧୁ ସହଯୋଗ, କଳହ ସମାଧାନ, ବହୁତ ଧନ ଖର୍ଚ୍ଚ, ଶତ୍ରୁ ପରାଜିତ, ଗୃହେ ସହଯୋଗ, ନୂତନ କର୍ମ ପ୍ରତି ଆଗ୍ରହ, ସମ୍ମାନ ପ୍ରାପ୍ତି, ଶାରୀରିକ ସୁସ୍ଥତା, ସନ୍ତାନ ସମସ୍ୟା।  ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୧୨, ଆରାଧନା- ମହାଲକ୍ଷ୍ମୀ

କର୍କଟ: ସୁସମ୍ବାଦ ପ୍ରାପ୍ତି, ଦ୍ରବ୍ୟ କ୍ରୟ, ଶତ୍ରୁ ସମସ୍ୟା ସମାଧାନ, ଉତ୍ସବ ପ୍ରତି ଆଗ୍ରହ, ଧନଲାଭ, ଶାରୀରିକ ଅସୁସ୍ଥ, ଭୂସମ୍ପତ୍ତି ଲାଭ, ସ୍ବାଦିଷ୍ଟ େଭାଜନ, ବିଦ୍ୟାରେ ସଫଳତା।  ପୁଷ୍ୟା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ପିଙ୍କ୍, ସଂଖ୍ୟା-୧୦, ଆରାଧନା-ପ୍ରଭୁ ହନୁମାନ

ସିଂହ: ବନ୍ଧୁ ସହଯୋଗ, କର୍ମ କ୍ଷେତ୍ରରେ ସଫଳତା, ସନ୍ତାନ ଖୁସି, ଅର୍ଥ ଲାଭ, ଗାଡ଼ି ଚାଳନାରେ ସାବଧାନ, ଗୃହେ କଳହ, େଲାକସମ୍ପର୍କ ବୃଦ୍ଧ, କିଛି କିଣାବିକା କରିବେମଘା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-, ଆରାଧନା-ପ୍ରଭୁ ଶ୍ରୀରାମ

କନ୍ୟା: ଆୟ ଅପେକ୍ଷା ବ୍ୟୟ ଅଧÒ, ଶାରୀରିକ ଅସୁସ୍ଥ, ମାଲିକମଦମାରେ କଷ୍ଟ, କାର୍ଯ୍ୟ ସଫଳ, ବନ୍ଧୁ ମନାନ୍ତର, ବ୍ୟବସାୟରେ ଶତ୍ରୁତା, ନିଜ େଲାକଙ୍କଠାରୁ ବିରୋଧ, ପିଲାଙ୍କ ସମସ୍ୟା େଦଖାଦେବହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଦାମି, ସଂଖ୍ୟା-, ଆରାଧନା- ଲକ୍ଷ୍ମୀନୃସିଂହ୤

ତୁଳା: ସ୍ବାସ୍ଥ୍ୟରେ ଉନ୍ନତି, ବ୍ୟବସାୟରେ ସ୍ବଳ୍ପ ଲାଭ, ଗୃହେ ଉତ୍ସବ, ନୂତନ ବନ୍ଧୁଲାଭ, ଅର୍ଥସ ମସ୍ୟା ସମାଧାନ, ପୁରାତନ ବିବାଦ େଦଖାଦେବ, ପିଲାଙ୍କସ ମସ୍ୟା, ନୂତନ ଦ୍ରବ୍ୟ ଲାଭ, କଚେରୀ ମାମଲା ସମାଧାନସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ୍, ସଂଖ୍ୟା-, ଆରାଧନା- ପିତାମାତାଙ୍କ ସେବା୤

ବିଛା: ଅର୍ଥ ସମସ୍ୟା, ଥଣ୍ଡାଜନିତ େରାଗ, ଗୃହେ ସହଯୋଗ, ଦାମ୍ପତ୍ୟ ଖୁସି, ପୁରୁଣା ମାମଲା ସମାଧାନ, ବନ୍ଧୁ ବିଦ୍ରୋହ, ନୂତନ ବନ୍ଧୁ ଦର୍ଶନ, ଆଶା ପୁରଣରେ ବିଳମ୍ବ, ସମସ୍ୟା ସମାଧାନ, ଗୁରୁଜନେ ଖୁସି।  ଅନୁରାଧା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-, ଆରାଧନା- ପ୍ରଭୁ ଜଗନ୍ନାଥ

ଧନୁ: ଆଭୁଷଣ ପ୍ରାପ୍ତି, ବିବାଦ ସମାଧାନ, ଜାନବାହନ କ୍ରୟ, କିଛି କାର୍ଯ୍ୟରେ ବିଳମ୍ବ, ଅଧÒକାରୀଙ୍କ ସହିତ ଆଲୋଚନା, ଶତ୍ରୁ କଷ୍ଟ, ବିଦେଶ ଗ୍ରସ୍ତ, ଲୋକସମ୍ପର୍କ ବୃଦ୍ଧ଄, ଅର୍ଥ ଲାଭ, ସୁମିଷ୍ଟ େଭାଜନ, ବିଦ୍ୟାରେ ସଫଳତାମୂଳା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୧୨, ଆରାଧନା-ବୟସ୍କ ଲୋକଙ୍କୁ ସାହାଯ୍ୟ କରନ୍ତୁ

ମକର: ମନସ୍ତାପ, ଦୂରଯାତ୍ରା ଅସଫଳ, ଶାରୀରିକ ପୀଡ଼ା, ଗୃହଶତ୍ରୁ, ଖର୍ଚ୍ଚାନ୍ତ ଯୋଗ, ଦେବଦର୍ଶନ, ବ୍ୟବସାୟରେ ସ୍ବଳ୍ପ ଲାଭ, କଚେରୀ ମାମଲାରେ କଷ୍ଟ, ଦାମ୍ପତ୍ୟ ଖୁସି, ବିଦ୍ୟାରେ ସଫଳତା।  ଶ୍ରବଣା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଦାମି, ସଂଖ୍ୟା-, ଆରାଧନା- ମାଦକ୍ଷିଣକାଳୀ

କୁମ୍ଭ: ଯାତ୍ରାରେ ଖୁସି, ଲୋକସମ୍ପର୍କ ବୃଦ୍ଧ, ଶାରୀରିକ ସୁସ୍ଥତା, ପାରିବାରିକ ଖୁସି, ଉତ୍ସବ ରହିବ, ମକଦ୍ଦମାରେ ବିଜୟ, ଆଶା ପୂର୍ଣ୍ଣରେ ବିଳମ୍ବ, ପରିଶ୍ରମଜନିତ କ୍ଲାନ୍ତି, ଦେବଦର୍ଶନ, ପିଲାଙ୍କ ଚିନ୍ତା।  ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- କଳା, ସଂଖ୍ୟା-, ଆରାଧନା- ପ୍ରଭୁ ରାଧାବଲ୍ଲଭ

ମୀନ: ଆୟ ବୃଦ୍ଧ, ଦ୍ରବ୍ୟ ଲାଭ, ସନ୍ତାନ ସୁଖ, ଦୂର ଯାତ୍ରା, ନୂତନ କାର୍ଯ୍ୟ ପ୍ରତି ଆଗ୍ରହ, ବିବିଧ ସମସ୍ୟା ସମାଧାନ, ଶତ୍ରୁନାଶ, ଦାମ୍ପତ୍ୟ ଖୁସି, ସନ୍ତାନ ପ୍ରାପ୍ତି, ଅର୍ଥ ସମସ୍ୟା ସମାଧାନ, କିଛି କିଣାକିଣି କରିପାରନ୍ତି, ବିଦ୍ୟାଲାଭଉତ୍ତରାଭାଦ୍ର ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଗୋଲାପି, ସଂଖ୍ୟା-, ଆରାଧନା- ମାଭଗବତୀ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।