୨.୭.୨୦୨୬, ଗୁରୁବାର

ମେଷ: ମାନସିକ ଖୁସି, ବ୍ୟବସାୟରେ ସ୍ବଳ୍ପଲାଭ, ଦୁରଯାତ୍ରାରେ ସତର୍କ, ଶତ୍ରୁ ସମସ୍ୟାରୁ ମୁକ୍ତି, ପାରିବାରିକ ଖୁସି, ସ୍ବାସ୍ଥÐରେ ଉନ୍ନତି, ବିଶିଷ୍ଠ କାର୍ଯ୍ୟରେ ଅଶାନ୍ତି, ବନ୍ଧୁବିଦ୍ରୋହ, ଅନୁଷ୍ଠାନରୁ ଲାଭ, ଅଶ୍ବିନୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୮, ଆରାଧନା-ପ୍ରଭୁ ହନୁମାନ
ବୃଷ: ଦ୍ରବ୍ୟଲାଭ, ବାଣିଜ୍ୟରେ ଲାଭ, ଶୁଭଖବର, ଦାମ୍ପତ୍ୟସୁଖ, ଶତ୍ରୁ ପରାଜିତ, ଭ୍ରମଣସୁଖ, ଶରୀର ସୁସ୍ଥ, ବିଦ୍ବାନ ମିଳନ, ପରିବାରରେ ଶୁଭ ଅାଲୋଚନା, ରୋହିଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ମହାଲକ୍ଷ୍ମୀ
ମିଥୁନ: ଶୁଭକାର୍ଯ୍ୟରେ ଧନବ୍ୟୟ, ପାରିବାରିକ ଖୁସି, ବିବାଦ ସମାଧାନ, ଶୁଭଖବର, ଶରୀର ସୁସ୍ଥ, ସ୍ବାଦିଷ୍ଠ ଭୋଜନ, ଦୂରଯାତ୍ରା, ଦାମ୍ପତ୍ୟଖୁସି, ଶତ୍ରୁରେ ବିଜୟ, ବ୍ୟବସାୟରେ ଲାଭ, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-୬, ଆରାଧନା-ଶଙ୍କର ଭଗବାନ
କର୍କଟ: ନୂତନ ନିଯୁକ୍ତି, ବ୍ୟବସାୟରେ ଲାଭ, ଶତ୍ରୁ ପରାଜିତ, ବିଶିଷ୍ଠ ବ୍ୟକ୍ତି ସାହାଯ୍ୟ, ଲୋକସମ୍ପର୍କ ବୃଦ୍ଧି, ସ୍ବଜନେ ବିବାଦ, ସମ୍ମାନିତ, ବନ୍ଧୁଲାଭ, ଦାମ୍ପତ୍ୟସୁଖ, ବିଦ୍ୟାରେ ସଫଳତା, ପୁଷ୍ୟା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୯, ଆରାଧନା-ପିତାମାତାଙ୍କ ସେବା
ସିଂହ: ଦୂରଯାତ୍ରା, ଲୋକସମ୍ପର୍କ ବୃଦ୍ଧି, ଶୁଭଖବର, ହେବାକାର୍ଯ୍ୟ ବିଳମ୍ବ, ବିଶିଷ୍ଠ ବ୍ୟକ୍ତି ସାହାଯ୍ୟ, ଶରୀର ସୁସ୍ଥ, ନୂତନ ବ୍ୟବସାୟ, ସମ୍ପତ୍ତିବିବାଦ, କର୍ମକ୍ଷେତ୍ରେ ଶାନ୍ତି, ମଘା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ଲକ୍ଷ୍ମୀନାରାୟଣ
କନ୍ୟା: ମାନସିକ ଶାନ୍ତି, ଦେବକାର୍ଯ୍ୟରେ ସନ୍ତୁଷ୍ଟ, ନୂତନ ବାଣିଜ୍ୟରେ ଲାଭ, ଶତ୍ରୁ ପରାଜିତ, ଶରୀର ସୁସ୍ଥ, ଅନୁଷ୍ଠାନରୁ ଲାଭ, ଶୁଭଖବର, ସନ୍ତାନଲାଭ, ଦାମ୍ପତ୍ୟଖୁସି, ହସ୍ତା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୯, ଆରାଧନା-ମା’ ଭଗବତୀ
ତୁଳା: ଶତ୍ରୁରେ ବିଜୟ, ନୂତନ ଲାଭ, ଶୁଭଖବର, ବ୍ୟବସାୟରେ ଉନ୍ନତି, ଶତ୍ରୁସମସ୍ୟା, ବନ୍ଧୁବିଦ୍ରୋହ, ଶୁଭକାର୍ଯ୍ୟରେ ବିଳମ୍ବ, ଅନୁଷ୍ଠାନରୁ ଲାଭ ଦାମ୍ପତ୍ୟଖୁସି, ସ୍ବାତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୧୦, ଆରାଧନା-ଶଙ୍କର ଭଗବାନ
ବିଛା: ସମ୍ମାନବୃଦ୍ଧି, ଭୂସମ୍ପତ୍ତିଲାଭ, ଶୁଭଖବର, ନୂତନ ବ୍ୟବସାୟ, ଦ୍ରବ୍ୟଲାଭ, ଦାମ୍ପତ୍ୟଖୁସି, ଦେବଦର୍ଶନ, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ଶୁଭ ଅାଲୋଚନା, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ପ୍ରଭୁ ଜଗନ୍ନାଥ
ଧନୁ: ଗୃହେ ଉତ୍ସବ, ଶୁଭକାର୍ଯ୍ୟରେ ଧନବ୍ୟୟ, ବନ୍ଧୁଲାଭ, ସନ୍ତାନସୁଖ, େଲାକସମ୍ପର୍କରେ ଉନ୍ନତି, ସୁମିଷ୍ଠ େଭାଜନ, ବନ୍ଧୁଗୃହକୁ ଯାତ୍ରା, ମୂଳା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୯, ଆରାଧନା-ପ୍ରଭୁ ନୃସିଂହ
ମକର: ହସଖୁସି, ମାନସିକ ଶାନ୍ତି, ଅର୍ଥସମସ୍ୟା, ଦୂରଯାତ୍ରା ସଫଳ, ସମ୍ପର୍କବୃଦ୍ଧି, ଶତ୍ରୁ ପରାଜିତ, ବ୍ୟବସାୟିକ ଲାଭ, ସମ୍ମାନପ୍ରାପ୍ତି, ସମ୍ପତ୍ତିଲାଭ, ଦାମ୍ପତ୍ୟଖୁସି, ବନ୍ଧୁଦର୍ଶନ, ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୭, ଆରାଧନା-ପ୍ରଭୁ ରାଧାବହ୍ଲଭ
କୁମ୍ଭ: ମାନସିକ ଶାନ୍ତି, ବ୍ୟବସାୟରେ ଲାଭ, ଶୁଭଖବର, ପାରିବାରିକ ଶାନ୍ତି, ବନ୍ଧୁଗୃହେ ଯାତ୍ରା, ସମ୍ପତ୍ତିଲାଭ, ବ୍ୟକ୍ତିସାହାଯ୍ୟ, ଦୂରଯାତ୍ରା ସଫଳ, ଶରୀର ସୁସ୍ଥ, ସନ୍ତାନଲାଭ, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୯, ଆରାଧନା-ମା’ ସରସ୍ବତୀ
ମୀନ: କର୍ମକ୍ଷେତ୍ରେ ଅଶାନ୍ତି, ହେବାକାର୍ଯ୍ୟ ବିଳମ୍ବ, ଦୂରଯାତ୍ରା, ବନ୍ଧୁସାହାଯ୍ୟ, ଅତିଥÒସତ୍କାର, ନୂତନ ବ୍ୟବସାୟ, ଦାମ୍ପତ୍ୟକଳହ, ହଠାତ୍ ଧନଲାଭ, ସନ୍ତାନସୁଖ, ଉତ୍ତରଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୫, ଆରାଧନା-ମା’ ଗୌରୀ