୨୭.୬.୨୦୨୬, ଶନିବାର,

ମେଷ: ଯାତ୍ରାରେ ସତର୍କ, ଶରୀର ସୁସ୍ଥ, ଅନୁଷ୍ଠାନରୁ ଲାଭ, ବ୍ୟବସାୟରେ ସ୍ବଳ୍ପଲାଭ, ଶତ୍ରୁଦ୍ବାରା ପୀଡ଼ିତ, ପରିଭ୍ରମଣଯୋଗ, ଦାମ୍ପତ୍ୟଖୁସି, ସନ୍ତାନଲାଭ । କୃତ୍ତିକା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୬, ଆରାଧନା- ପ୍ରଭୁ ହନୁମାନ
ବୃଷ: ଲୋକସମ୍ପର୍କ, ବିଶିଷ୍ଠ ବ୍ୟକ୍ତିସାହାଯ୍ୟ, ଶୁଭଖବର, ବ୍ୟବସାୟରେ ସନ୍ତୁଷ୍ଟ, ନୂତନ କାର୍ଯ୍ୟରେ ଲାଭ, ଶରୀର ସୁସ୍ଥ, ବନ୍ଧୁସହତା, ପାରିବାରିକ ସହଯୋଗ । ମୃଗଶିରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା- ପ୍ରଭୁ ଜଗନ୍ନାଥ।
ମିଥୁନ: ଶୁଭଖବର, ପାରିବାରିକ ସହଯୋଗ, ବିବାଦ ସମାଧାନ, ଦୂରଯାତ୍ରା ସଫଳ, ବ୍ୟବସାୟରେ ଶତ୍ରୁତା, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ବନ୍ଧୁଲାଭ। ପୁନର୍ବସୁ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ସବୁଜ, ସଂଖ୍ୟା-୭, ଆରାଧନା- ମା’ ଭଗବତୀ
କର୍କଟ: ବ୍ୟବସାୟରେ ଲାଭ, ଦୂରଯାତ୍ରା ସଫଳ, ବିଦ୍ୟାରେ ସଫଳ, ପାରିବାରିକ କଷ୍ଟ, ଦାମ୍ପତ୍ୟକଳହ, ବନ୍ଧୁଲାଭ, ମାନସିକ ଅବସାଦ, ଲୋକସମ୍ପର୍କରେ ବାଧା। ଅଶ୍ଳେଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶୀ, ସଂଖ୍ୟା-୯, ଆରାଧନା-ମା’ ମାଣିକେଶ୍ବରୀ
ସିଂହ: ଶାରୀରିକ କ୍ଳେଶ, ଶୁଭ ଅାଲୋଚନା, ଗୃହେ ଉତ୍ସବ, ଦୂରଯାତ୍ରାରେ ବିଳମ୍ବ, ହେବାକାର୍ଯ୍ୟରେ ଅସନ୍ତୁଷ୍ଟ, ଲୋକସମ୍ପର୍କ ବୃଦ୍ଧି, ଶତ୍ରୁସମସ୍ୟା, ଅର୍ଥଲାଭ। ଉତ୍ତରାଫାଲଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୭, ଆରାଧନା-ମା’ ମହାଲକ୍ଷ୍ମୀ
କନ୍ୟା: ଶରୀର ସୁସ୍ଥ, ମାନସିକ ଶାନ୍ତି, ଦୂରଯାତ୍ରା ସଫଳ, ବ୍ୟବସାୟରେ ଉନ୍ନତି, ପାରିବାରିକ ସହଯୋଗ, ସ୍ବାଦିଷ୍ଟ ଭୋଜନ, ମାନସମ୍ମାନପ୍ରାପ୍ତି, ବନ୍ଧୁସାହାଯ୍ୟ। ଚିତ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୯, ଆରାଧନା- ମା’ େକାଚିଲାଇ
ତୁଳା: ଶତ୍ରୁବୃଦ୍ଧି, ଶରୀର ଅସୁସ୍ଥ, ବନ୍ଧୁଲାଭ, ସନ୍ତାନଲାଭ, ଶୁଭଖବର, ଦୂରଯାତ୍ରାରେ ଲାଭ, ନୂତନ କର୍ମ ଅାରମ୍ଭ, ଦେବଦର୍ଶନ, ବ୍ୟବସାୟରେ ଆନନ୍ଦ, ମାନସିକ ଖୁସି, ଲୋକସମ୍ପର୍କ ବୃଦ୍ଧି । ଚିତ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୫, ଆରାଧନା- ଶଙ୍କର ଭଗବାନ
ବିଛା: ବ୍ୟବସାୟରେ ଲାଭ, ସମ୍ପତ୍ତିଲାଭ, ଅର୍ଥସମସ୍ୟା ସମାଧାନ, ସମ୍ପର୍କରେ ଉନ୍ନତି, ଶତ୍ରୁ ପରାଜିତ, ଦାମ୍ପତ୍ୟଖୁସି, ଶୁଭଖବର, ନୂତନ ନିଯୁକ୍ତି, ଅନୁଷ୍ଠାନରୁ ଲାଭ। ଜ୍ୟେଷ୍ଠା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୧୦, ଆରାଧନା- ପ୍ରଭୁ ନୃସିଂହ।
ଧନୁ: ଶୁଭକାର୍ଯ୍ୟରେ ଧନବ୍ୟୟ, ବ୍ୟବସାୟରେ କଷ୍ଟ, ବନ୍ଧୁଲାଭ, ପାରିବାରିକ ସହଯୋଗ, ଦେବକାର୍ଯ୍ୟରେ ଅାନନ୍ଦ, ବିବାଦ ସମାଧାନ, ଉତ୍ସବକୁ ନେଇ ଅାଲୋଚନା, ଶରୀରସୁସ୍ଥ, ଅନୁଷ୍ଠାନରୁ ଲାଭ । ଉତ୍ତରାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ମା’ କୁତାମଚଣ୍ଡୀ
ମକର: ଅର୍ଥଲାଭ, ଦୂରଯାତ୍ରା ସଫଳ, ସମ୍ମାନପ୍ରାପ୍ତି, କିଛି ଦ୍ରବ୍ୟ କ୍ରୟ କରିବେ, ଲୋକସମ୍ପର୍କରେ ଉନ୍ନତି, ସନ୍ତାନଲାଭ, ପାରିବାରିକ ସାହାଯ୍ୟ, ବ୍ୟବସାୟରେ ସନ୍ତୁଷ୍ଟ, ବ୍ୟକ୍ତିସାହାଯ୍ୟ, ଦାମ୍ପତ୍ୟଖୁସି। ଧନିଷ୍ଠା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ନୀଳ, ସଂଖ୍ୟା-୮, ଆରାଧନା- ମା’ ବଗଳାମୁଖୀ
କୁମ୍ଭ: ନୂତନ କାର୍ଯ୍ୟ ଅାରମ୍ଭ, ଶରୀର ସୁସ୍ଥ, ଅଳ୍ପ ମାନସିକ ଅବସାଦ, ଲୋକସମ୍ପର୍କ ବୃଦ୍ଧି, ଦୂରଯାତ୍ରା ସଫଳ, ଅନୁଷ୍ଠାନରୁ ଲାଭ, ସମ୍ପତ୍ତିବିବାଦ, ଶତ୍ରୁସମସ୍ୟା, ବ୍ୟବସାୟିକ କଷ୍ଟ, ବିବାଦ ସମାଧାନ ପୂର୍ବାଭାଦ୍ର ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣୀ, ସଂଖ୍ୟା-୯, ଆରାଧନା- ମା’ ଗୌରୀ।
ମୀନ: ଦେବକାର୍ଯ୍ୟ ପ୍ରତି ଅାଗ୍ରହ, ବନ୍ଧୁସାହାଯ୍ୟ, ପାରିବାରିକ ଖୁସି, ଦୂରଯାତ୍ରା ସଫଳ, ସମ୍ମାନବୃଦ୍ଧି, ସ୍ବାଦିଷ୍ଠ ଭୋଜନ, ଦାମ୍ପତ୍ୟଖୁସି, ସନ୍ତାନଲାଭ, ଶୁଭଖବର। ରେବତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୯, ଆରାଧନା- ମା’ ଦ୍ରୌପଦୀ