5-Hour Darshan Halt at Srimandir: ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Jun 25, 2026 - 10:33
5-Hour Darshan Halt at Srimandir: ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଆଜି ପବିତ୍ର ରୁକ୍ମିଣୀ ହରଣ ଏକାଦଶୀ। ଶ୍ରୀମନ୍ଦିରରେ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ ହୋଇଛି। 

ଫଳରେ ଅପରାହ୍ମ ୧ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦର୍ଶନ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ। ବିବାହ ଉତ୍ସବକୁ ଧୁମଧାମରେ ପାଳନ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପୂରା ପ୍ରସ୍ତୁତ କରାଯାଇଛି।