Abhijit Majumdar health: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

31 August 2025 08:05 PM IST
Abhijit Majumdar health: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ। କଟକ ସିଡିଏରେ ଥିବା ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ତାଙ୍କୁ ଭର୍ତ୍ତି କରାଯାଇଛି। ଶରୀରରେ ସୋଡିୟମ ଲେବୁଲ କମିଯିବା ଯୋଗୁଁ ତାଙ୍କୁ ତିନିଦିନ ତଳେ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଆଜି ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।

 

ମେଡିକାଲରେ ତାଙ୍କ ପାଖରେ ତାଙ୍କ ପରିବାର ଲୋକ ଥିବା ବେଳେ ଓଡ଼ିଆ ସିନେମା କଳାକାରମାନେ ତାଙ୍କୁ ମେଡିକାଲରେ ଭେଟିଥିଲେ। ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ଶ୍ରୀତମ ଦାସ ପ୍ରମୁଖ ମେଡିକାଲ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ...

Disclaimer: This content has been automatically aggregated from television for informational purposes. To read the original article, please visit television.