Accident : ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ, ଦୁଇ ଗୁରୁତର

Jul 23, 2026 - 15:06
Accident : ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ, ଦୁଇ ଗୁରୁତର

"ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସଦର ମହକୁମା ୩୫୩ ନମ୍ୱର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା।

ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀ ମୃତ।

ଦୁଇ ଗୁରୁତର।

ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।Advertisment ମୃତକଙ୍କ ସଠିକ୍ ପରିଚୟ ମିଳିପାରି ନାହିଁ ନୂଆପଡ଼ା ଜିଲ୍ଲା ୩୫୩ ନମ୍ୱର୍ ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ତିନିଜଣ ଯୁବକ ଏକ ବାଇକ୍ ଯୋଗେ ଯାଉଥିଲେ।

ଏକ ଭାରୀ ଯାନ ଟ୍ରକ୍ ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମଧ୍ୟରୁ ଜଣେ ବାଇକ୍ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।

ଦୁଇଜଣ ବାଇକ ଆରୋହୀଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଛି।

ତେବେ ଏଯାଏ ମୃତକଙ୍କ ସଠିକ୍ ପରିଚୟ ମିଳିପାରି ନାହିଁ।

Urban Development: ପୌରସଂସ୍ଥାଗୁଡ଼ିକର ଆର୍ଥିକ କ୍ଷମତା ବୃଦ୍ଧି କଲେ ରାଜ୍ୟ ସରକାର "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।