Accident: ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌; ଦୁଇ ଜଣଙ୍କ ମୃତ୍ୟୁ

Sep 09, 2026 - 18:23
Accident: ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌; ଦୁଇ ଜଣଙ୍କ ମୃତ୍ୟୁ

"ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲା ଝଗରପୁରସ୍ଥିତ ଏଲ୍‌ଭି ପ୍ରାସାଦ ଚିକିତ୍ସାଳୟ ନିକଟରେ ଘଟିଛି ଏକ ଛାତିଥରା ସଡ଼କ ଦୁର୍ଘଟଣା।

ଆଗରେ ଯାଉଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇ ଦୁଇ ଜଣଙ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଦୁର୍ଘଟଣାରେ ବାଇକ୍‌ରେ ଥିବା ଦୁଇଜଣ ଗୁରୁତର ଭାବେ ଆହତ ହୋଇଥିଲେ।

ପରେ ଉଭୟଙ୍କ ମୃତ୍ୟୁ ଘଟିଛି।

ମୃତ ଦୁଇଜଣ ରାଜଗାଙ୍ଗପୁର ଅଞ୍ଚଳର ବାସିନ୍ଦା ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି।Advertisment ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକଙ୍କ ପରିଚୟ ଓ ଦୁର୍ଘଟଣାର ସମ୍ପୂର୍ଣ୍ଣ କାରଣ ନେଇ ଅଧିକ ସୂଚନା ଅପେକ୍ଷା କରାଯାଉଛି।

ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dead: ନଈରେ ନିଖୋଜ ହୋଇଥିଲେ, ସମୁଦ୍ର କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର  "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)