Accident: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଗୁରୁତର

Jul 11, 2026 - 09:18
Accident: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଗୁରୁତର

"କୋରାପୁଟ: କୋରାପୁଟ ସଦର ଥାନା ଅନ୍ତର୍ଗତ ଡଲିଆମ ବ୍ରିଜ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା।

ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି।

ଜଣେ ଗୁରୁତର ଆହତ ହୋଇଛନ୍ତି ।

ଗୁରୁତରକୁ କୋରାପୁଟ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।Advertisment Gun: ଗାଁଗାଁରେ ବଢୁଛି ଦେଶୀ ବନ୍ଧୁକ ବ୍ୟବହାର: ବନ୍ଧୁକ ଧରି ବୁଲୁଛନ୍ତି ଶିକାରୀ ଦୁଇ ଯୁବକଙ୍କ ଘର ଦଶମନ୍ତପୁର ବ୍ଲକ୍ ମାଚରା ନୂଆଗୁଡା ଗାଁରେ ଏହା ଗତକାଲି ବିଳମ୍ବିତ ରାତିର ଘଟଣା ।

ମୃତ ଦୁଇ ଯୁବକଙ୍କ ଘର ଦଶମନ୍ତପୁର ବ୍ଲକ୍ ମାଚରା ନୂଆଗୁଡା ଗାଁର‌େ ବୋଲି ଜଣାଯାଇଛି।

ଗୁରୁତରଙ୍କ ଘର କୋରାପୁଟ ସଦର ମହାଦେଇପୁଟ ଗାଁର ବୋଲି ଜଣାପଡ଼ିଛି।

ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଅ‌ାରମ୍ଭ କରିଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।