Accident: ମାଡ଼ିଗଲା ଅଜଣା ଗାଡ଼ି, ସାଇକେଲ ଆରୋହୀ ମୃତ

Sep 10, 2026 - 10:38
Accident: ମାଡ଼ିଗଲା ଅଜଣା ଗାଡ଼ି, ସାଇକେଲ ଆରୋହୀ ମୃତ

"ସୁନ୍ଦରଗଡ଼: ବିଜୁ ଏକ୍ସପ୍ରେସ ୱେ ରସରାଜପୁର ନିକଟରେ ମଧ୍ୟରାତ୍ରରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା।

ଏକ ଅଜଣା ଗାଡ଼ି ମାଡ଼ିଯିବାରୁ ଜଣେ ସାଇକେଲ ଆରୋହୀଙ୍କ ଶୋଚନୀୟ ମୃତ୍ଯୁ ହୋଇଯାଇଛି।

ମୃତକଙ୍କ ପରିଚୟ ମିଳିନାହିଁ।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବ୍ଯକ୍ତିଜଣକ ସାଇକଲ ସହ ଘୋଷାଡ଼ି ହୋଇ ଯାଇଥିଲା।

ତାଙ୍କ ଦେହ ଖଣ୍ଡବିଖଣ୍ଡିତ ହୋଇ ଯାଇଥିଲା।

ଖବର ପାଇ ସଦରଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଦୁର୍ଘଟଣା ଘଟାଇଥିବା ଗାଡ଼ିର ସନ୍ଧାନ ନେବା ଆରମ୍ଭ କରିଛି |Advertisment "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)