Accused Arrested: ନାବାଳିକାଙ୍କୁ ଏକୁଟିଆ ପାଇ ଦୁଷ୍କର୍ମ କରିଥିଲା, ଏତଲାର କିଛି ଘଣ୍ଟା ମଧ୍ୟରେ ବନ୍ଧା ହେଲା ଅଭିଯୁକ୍ତ

Oct 24, 2026 - 11:06
Accused Arrested: ନାବାଳିକାଙ୍କୁ ଏକୁଟିଆ ପାଇ ଦୁଷ୍କର୍ମ କରିଥିଲା, ଏତଲାର କିଛି ଘଣ୍ଟା ମଧ୍ୟରେ ବନ୍ଧା ହେଲା ଅଭିଯୁକ୍ତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ପୁଲିସ ଜିଲ୍ଲା ଧରୁଆଡିହି ଥାନା ଅଞ୍ଚଳରେ ଜଣେ ନାବାଳିକା ଙ୍କୁ ଦୁଷ୍କର୍ମ ଅଭିଯୋଗ।

ଥାନାରେ ଲିଖିତ ଏତଲାର କିଛି ଘଣ୍ଟା ମଧ୍ୟରେ ପୁଲିସ ଅଭିଯୁକ୍ତକୁ କାବୁ କରି ନେଇଥିବା ସୂଚନା ମିଳିଛି।

ଅଭିଯୁକ୍ତର ଘର ଥାନା ଅନ୍ତର୍ଗତ ମେଢ଼ା ଅଞ୍ଚଳରେ।

ସେ ଗତକାଲି ସନ୍ଧ୍ୟାରେ ନାବାଳିକାଙ୍କୁ ଏକୁଟିଆ ପାଇ ଜୋରଜବରଦସ୍ତ ଦୁଷ୍କର୍ମ କରିଥିଲା।

ଘଟଣା ପରେ ପୀଡ଼ିତା ପରିବାର ଲୋକଙ୍କୁ ଜଣାଇଥିଲେ।

Advertisment ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ଏହା ପରେ ରାତିରେ ପରିବାର ଲୋକେ ଥାନାକୁ ଯାଇ ଲିଖିତ ଅଭିଯୋଗ କରିଥିଲେ।

ପୁଲିସ ପକ୍ସୋ ଓ ଅନ୍ୟ ଦଫାରେ ମାମଲା ରୁଜୁ କରି ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଅଭିଯୁକ୍ତକୁ ଗିରଫ କରିଛି।

ଆଜି ଆବଶ୍ୟକ ଆଇନଗତ ପ୍ରକ୍ରିୟା ମଧ୍ୟରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବାର ସୂଚନା ରହିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)