Admission: ଆଜିଠୁ +2 ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବଦେନ, ଆଜି ଦିନ ୩ଟାରୁ ସାମ୍ସ ପୋର୍ଟାଲରେ ଆବେଦନ
ଆଜିଠୁ ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦେନ । ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଦିନ ୩ଟାରୁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ।
ଆଜିଠୁ ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦେନ । ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଦିନ ୩ଟାରୁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ।
ଆଜିଠୁ ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦେନ । ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଦିନ ୩ଟାରୁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ । ଅଗଷ୍ଟ ୩୧ ଶେଷ ତାରିଖ ରହିଥିବାବେଳେ ସେପ୍ଟେମ୍ବର ୪ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇ ୬ରୁ ୧୦ ତାରିଖ ମଧ୍ୟରେ ଯୋଗ୍ୟ ଛାତ୍ରଛାତ୍ରୀ ନାମ ଲେଖାଇବେ ।
ପରେ ସ୍ପଟ୍ ଆଡମିଶନ ପାଇଁ ସେପ୍ଟେମ୍ବର ୧୨ରେ ଚଏସ୍ ଲକିଂ ସୁବିଧା ଉପଲବ୍ଧ ହେବ । ୧୭ ତାରିଖ ଅପରାହ୍ଣ ୩ଟାରେ ସ୍ପଟ୍ ଚୟନ ମେଧା ତାଲିକା ଓ ୱେଟିଂଲିଷ୍ଟ ପ୍ରକାଶ ପାଇ ୧୮ ଓ ୧୯ ତାରିଖରେ ନାମଲେଖା ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
Disclaimer: This content has been automatically aggregated from television for informational purposes. To read the original article, please visit television.
Home