Amit Shah: ନଭେମ୍ବର ୨୮ରେ ଓଡ଼ିଶା ଆସିବେ ଅମିତ ଶାହ, ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସମ୍ଭାବନା
ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।
ଆସନ୍ତା ୨୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।
ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସିପାରନ୍ତି।
ସେ ଉଭୟ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ସାମିଲ୍ ହୋଇପାରନ୍ତି।
ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପୂର୍ତ୍ତ, ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଗସ୍ତ ସୂଚୀ ଏଯାଏ ଆସିନାହିଁ ତେବେ ଗୃହ ମନ୍ତ୍ରୀ ଅମିତ ଶାହଙ୍କର ଗସ୍ତ ସୂଚୀ ଏଯାଏ ଆସିନାହିଁ କି ସେ କେଉଁସବୁ କାର୍ଯ୍ୟକ୍ରମରେ ଯୋଗ ଦେବେ ତାହା ସ୍ପଷ୍ଟ ହୋଇନାହିଁ।
Rashtriya Swayamsevak Sangh: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆର୍ଏସ୍ଏସ୍)ର ଛଅ ସରସଂଘଚାଳକଙ୍କୁ ଜାଣନ୍ତୁ Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
