Asia Cup Cricket: ଦୁବାଇରେ ଆରମ୍ଭ ହେବ ମହିଳା ଏସିଆ କପ୍‌ କ୍ରିକେଟ୍‌

Aug 27, 2026 - 16:53
Asia Cup Cricket: ଦୁବାଇରେ ଆରମ୍ଭ ହେବ ମହିଳା ଏସିଆ କପ୍‌ କ୍ରିକେଟ୍‌

"ଦୁବାଇ: ମହିଳା ଏସିଆ କପ୍‌ କ୍ରିକେଟ୍‌ ଶୁକ୍ରବାରଠୁ ଦୁବାଇରେ ଆରମ୍ଭ ହେବ।

ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ବେଣ୍ଟି-୨୦ ପ୍ରତିଯୋଗିତାରେ ୮ ଦଳ ଭାରତ ସହ ବିଜେତା ଶ୍ରୀଲଙ୍କା, ପାକିସ୍ତାନ, ବାଂଲାଦେଶ, ଥାଇଲାଣ୍ଡ, ହଂକଂ, ଚୀନ୍‌, ୟୁଏଇ ଓ ଇଣ୍ଡୋନେସିଆ ଅଂଶଗ୍ରହଣ କରୁଛନ୍ତି।

୨୦୨୪ ଫାଇନାଲ୍‌ରେ ଶ୍ରୀଲଙ୍କାଠୁ ହାରିଥିବା ଭାରତ ଏଥର ଟ୍ରଫି ଜିତିବା ଲକ୍ଷ୍ୟରେ ରହିଛି।

ଚଳିତ ସଂସ୍କରଣରେ ଭାରତ ଗ୍ରୁପ୍‌-ଏ"ରେ ଚିରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ, ହଂକଂ ଓ ଥାଇଲାଣ୍ଡ ସହ ରହିଛି।

ଭାରତ ରବିବାର ପାକିସ୍ତାନ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ।

ଶୁକ୍ରବାର ଉଦ୍‌ଘାଟନୀ ମୁକାବିଲାରେ ଥାଇଲାଣ୍ଡ ଓ ହଂକଂ ମୁହାଁମୁହିଁ ହେବେ।Advertisment "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)