Attack: ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ: ୫ ମୃତ, ୧୬ ଆହତ

Oct 16, 2026 - 11:15
Attack: ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ: ୫ ମୃତ, ୧୬ ଆହତ

"ଆଡେନ୍‌: ୟେମେନର ଆଡେନ୍‌ସ୍ଥିତ ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣକୁ ନେଇ ଦେଶରେ ତୀବ୍ର ଉତ୍ତେଜନା ଦେଖାଦେଇଛି।

ସାଉଦି ଆରବ ସମର୍ଥିତ ୟେମେନର ଆନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତ ସରକାରକୁ ଦୁର୍ବଳ କରିବା ଉଦ୍ଦେଶ୍ୟରେ ଏହି ଆକ୍ରମଣ କରାଯାଇଥିବା ରିପୋର୍ଟରେ କୁହାଯାଇଛି।Advertisment ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା ଆକ୍ରମଣ ସମୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ରାଷ୍ଟ୍ରପତି ଭବନ ଭିତରେ ଉପସ୍ଥିତ ଥିଲେ।

ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଆହତ ହୋଇଛନ୍ତି।

ୟେମେନ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Volodymyr Zelensky: ଆମେ ଆଉ ସହିବୁ ନାହିଁ: ରୁଷୀୟ ତୈଳ ବିଶୋଧନାଗାର ଉପରେ ଆକ୍ରମଣ ନେଇ ସଙ୍କେତ ଦେଲେ ଜେଲେନସ୍କି"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)