Banakalagi Ritual to Be Performed on Vyasa Purnima: ବ୍ୟାସ ପୂର୍ଣ୍ଣିମା ତିଥିରେ ଶ୍ରୀଜିଉଙ୍କ ବନକଲାଗି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ମହାପ୍ରଭୁଙ୍କ ବନକଲାଗି। ବ୍ୟାସ ପୂର୍ଣ୍ଣିମା ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ମହାପ୍ରଭୁଙ୍କ ଗୁପ୍ତ ନୀତି କରାଯିବ । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ଆଜି ମହାପ୍ରଭୁଙ୍କ ବନକଲାଗି
ବ୍ୟାସ ପୂର୍ଣ୍ଣିମା ତିଥିରେ ଶ୍ରୀଜିଉଙ୍କ ବନକଲାଗି
ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଗୁପ୍ତ ନୀତି
ପ୍ରାୟ ୫ ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ
ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।