Banki Autonomous College ବାଙ୍କୀ କଲେଜ ଛାତ୍ରସଂସଦ ନିର୍ବାଚନ ବାତିଲ, ସାଇନ୍ ଡାଏ ଘୋଷଣା

Oct 12, 2026 - 22:02
Banki Autonomous College ବାଙ୍କୀ କଲେଜ ଛାତ୍ରସଂସଦ ନିର୍ବାଚନ ବାତିଲ, ସାଇନ୍ ଡାଏ ଘୋଷଣା

"ବାଙ୍କୀ: ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଉତ୍ତେଜନାକୁ ଦୃଷ୍ଟିରେ ରଖି ଛାତ୍ରସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ।

Advertisment Lakshmivarah College SIne die ଲକ୍ଷ୍ମୀବରାହ କଲେଜ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ, ବାତିଲ ହେଲା ଛାତ୍ର ସଂସଦ ନିର୍ବାଚନଆସନ୍ତା ୧୫ ତାରିଖରେ ନିର୍ବାଚନ ହେବାକୁ ଥିବାବେଳେ ବର୍ତ୍ତମାନର ପରିସ୍ଥିତି ଏବଂ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ଏ ନେଇ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ପକ୍ଷରୁ ଆଜି (ସୋମବାର) ଏକ ବିଜ୍ଞପ୍ତି ଜାରି ହୋଇଛି।

ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ କଲେଜକୁ ସାଇନ୍ ଡାଏ ଘୋଷଣା କରାଯାଇଥିବା ସୂଚନା ମିଳିଛି ।

ଆବଶ୍ୟକ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା ସୁନିଶ୍ଚିତ ହେବା ପରେ କଲେଜ ଖୋଲିବା ନେଇ ସୂଚନା ଦିଆଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)