Big Update on Cyclone Akvan: ଅକୱାନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ୩ ଲକ୍ଷ ୭୨ ହଜାର ଲୋକ ସ୍ଥାନାନ୍ତର
ବାତ୍ୟା ଅକୱାନ ପାଇଁ ସରକାର ମୋଟ ୩ ଲକ୍ଷ ୭୨ ହଜାର ଲୋକଙ୍କୁ ସ୍ଥାନାନ୍ତରଣ କରିଛନ୍ତି।
ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଲୋକଙ୍କୁ ବିଭିନ୍ନ ଆଶ୍ରୟସ୍ଥଳୀରେ ରଖାଯାଇଛି।
ସେହିପରି, ୪ ହଜାର ୪୫୭ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଇଥିଲା।
Advertisment ସେମାନଙ୍କ ମଧ୍ୟରୁ ୧୪୫୦ ଜଣ ମହିଳା ସନ୍ତାନ ପ୍ରସବ କରିଛନ୍ତି।
ଉଭୟ ମା' ଓ ଶିଶୁ ସୁରକ୍ଷିତ ଅଛନ୍ତି।
ବର୍ତ୍ତମାନ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିଛି।
ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ପରିସ୍ଥିତି ଉପରେ ନଜର ରଖାଯାଇଛି।
ଅଧିକାରୀମାନେ ମଧ୍ୟ ଲୋକଙ୍କ ସହ ରହିଥିବା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
