BJP Holds 'Save Democracy: ଭୁବନେଶ୍ୱରରେ ବିଜେପି ପକ୍ଷରୁ ପଦଯାତ୍ରା: “ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ”

Nov 14, 2026 - 19:11
BJP Holds 'Save Democracy: ଭୁବନେଶ୍ୱରରେ ବିଜେପି ପକ୍ଷରୁ ପଦଯାତ୍ରା: “ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ”

ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ ନେଇ ବିଜେପି ପକ୍ଷରୁ ପଦଯାତ୍ରା ଅନୁଷ୍ଠିତ ହେଉଛି।

ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ହେଉଛି ଏହି ପଦଯାତ୍ରା।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ, ରାଷ୍ଟ୍ରୀୟ ମୁଖପାତ୍ର ସୁଧାଂଶୁ ତ୍ରିୱେଦୀ, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଯୋଗ ଦେଇଛନ୍ତି।

Advertisment ବିଜେପିର ପଦଯାତ୍ରା ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ ଭୁବନେଶ୍ବରରେ ବିଜେପି ପକ୍ଷରୁ ପଦଯାତ୍ରା ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ପଦଯାତ୍ରା ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର କୃଷିମନ୍ତ୍ରୀ ସାମିଲ୍

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)