Boat Capsizes in Podampetta Sea, One Fisherman Missing

#ମତ୍ସ୍ୟଜୀବୀଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେସନ ଗଞ୍ଜାମ ପୋଡ଼ମପେଟା ସମୁଦ୍ରରେ ମାଛ ମାରିବାକୁ ଯାଇଥିବା ବେଳେ ଡଙ୍ଗା ଓଲଟି ଜଣେ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଛନ୍ତି । ଡଙ୍ଗାରେ ଥିବା ଅନ୍ୟ ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

28 August 2025 12:55 PM IST

#ମତ୍ସ୍ୟଜୀବୀଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେସନ ଗଞ୍ଜାମ ପୋଡ଼ମପେଟା ସମୁଦ୍ରରେ ମାଛ ମାରିବାକୁ ଯାଇଥିବା ବେଳେ ଡଙ୍ଗା ଓଲଟି ଜଣେ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଛନ୍ତି । ଡଙ୍ଗାରେ ଥିବା ଅନ୍ୟ ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

Disclaimer: This content has been automatically aggregated from televison for informational purposes. To read the original article, please visit televison.