Bull: ବାଙ୍କୀରେ ଚାଞ୍ଚଲ୍ୟ: ବୋମା ଖାଇ ଷଣ୍ଢ ମୃତ
"ବାଙ୍କୀ: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ କଇଁମୁଣ୍ଡି ଗାଁ ନିକଟ ଜଙ୍ଗଲରେ ବାରହା ଶିକାର ପାଇଁ ଖଞ୍ଜା ଯାଇଥିନା ବୋମା ଖାଇ ଗୋଟିଏ ଷଣ୍ଢ ଗୁରୁତର ଆହତ ହୋଇଥିଲା।
ବାଙ୍କୀ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଟିମ ପହଁଚି ଷଣ୍ଢଟିର ଚିକିତ୍ସା ଜାରି ରଖିଥିବା ବେଳେ ତାର ମୃତ୍ୟୁ ଘଟିଛି।Advertisment ବୋମା କିଏ ରଖିଥିଲା?
ତେବେ ବୋମା କିଏ ରଖିଥିଲା, ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।
Aparajita Sarangi: ସାତ ବର୍ଷର ରିପୋର୍ଟ କାର୍ଡ ଦେଲେ ଭୁବନେଶ୍ୱର ସାଂସଦ, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ବି ଧନ୍ୟବାଦ ଦେଲେ ଅପରାଜିତା ଷଡ଼ଙ୍ଗୀ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
