Bus Accident: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ବସ୍

Aug 30, 2026 - 13:38
Bus Accident: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ବସ୍

"ବାଲିଚନ୍ଦ୍ରପୁର: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ବସ୍।

ଏଭଳି ଏକ ଘଟଣା ଆଜି ଦିନ ୧୨ଟାରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଘଟିଛି।

ବସଟି କଟକରୁ ବାରିପଦା ଅଭିମୁଖେ ଯାଉଥିଲା।Advertisment ବହୁ ଯାତ୍ରୀ ଆହତ ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବଡ଼ଚଣା ଥାନା ପୁଲିସ ଓ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣା ସ୍ଥଳକୁ ଆସି ବସ ଭିତରୁ ଆହତ ଯାତ୍ରୀମାନଙ୍କୁ ବାହାର କରି ବଡ଼ଚଣା ମେଡ଼ିକାଲରେ ଭର୍ତ୍ତି କରିଥିଲେ।

ଏହି ଦୁର୍ଘଟଣାରେ ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

Congress: ରାଉରକେଲା ସର୍କିଟ ହାଉସ ବନ୍ଧୁକ ଜବତ ଘଟଣା: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଇସ୍ତଫା ଦାବି କଲା କଂଗ୍ରେସ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)