Bus: ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

Sep 03, 2026 - 11:40
Bus: ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

"ରାଜଗାଙ୍ଗପୁର: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁନିଆ ପଞ୍ଚାୟତଅନ୍ତର୍ଗତ ଭାଲୁଦୁମା ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଯୁବକ ଜଣକ ଡ୍ୟୁଟି ସାରି ବାଇକ୍‌ ଯୋଗେ ନିଜ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ଭାଲୁଦୁମା ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ଟି ତାଙ୍କ ବାଇକ୍‌କୁ ଧକ୍କା ଦେବାରୁ ଯୁବକ ଜଣକ ରାସ୍ତାରେ ଗୁରୁତର ଭାବେ ପଡ଼ିଯାଇଥିଲେ।Advertisment ଆହୁରି ପଢନ୍ତୁ :Trump: "ମୁଁ ଖୁସି, ମୁଁ ସେମାନଙ୍କର ପ୍ରଶଂସକ ନଥିଲି": ପ୍ରିନ୍ସ ହ୍ୟାରି ଏବଂ ମେଘାନଙ୍କ ଆମେରିକା ଛାଡିବା ନେଇ ଟ୍ରମ୍ପଙ୍କ ମନ୍ତବ୍ୟ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାରକରି ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି।

ଏନେଇ ପୁଲିସ ଘଟଣାରତଦନ୍ତ ଆରମ୍ଭ କରିଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)