CBSE ଜାରି କଲା ଦଶମ-ଦ୍ବାଦଶ ପରୀକ୍ଷା-୨୦୨୭ ସୂଚୀ
ନୂଆଦିଲ୍ଲୀ: ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଏବଂ ଦ୍ବାଦଶ ବାର୍ଷିକ ପରୀକ୍ଷା ୨୦୨୭ ପାଇଁ ସୂଚୀ ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ଦଶମ ଏବଂ ଦ୍ବାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ୨୦୨୭ ଫେବ୍ରୁଆରି ୧୬ ତାରିଖ ଠାରୁ ଆରମ୍ଭ ହେବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
