Chief Minister: ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Aug 30, 2026 - 11:30
Chief Minister: ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

"ଭୁବନେଶ୍ବର/ନବରଙ୍ଗପୁର: ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ।

ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

ଓଁ ଶାନ୍ତିAdvertisment ସୂଚନାଯୋଗ୍ୟ,  ଗୁରୁତର ଅବସ୍ଥାରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ରୀ ମାଝୀଙ୍କର ମୃତ୍ୟୁ ହେଇଛି।

୧୯୬୭ରୁ ୧୯୯୦ ମଧ୍ୟରେ ଶ୍ରୀ ମାଝୀ ପରିବହନ, ଅର୍ଥ ଓ ସଂସ୍କୃତି ମନ୍ତ୍ରୀ ଭାବରେ ୪ଥର ରାଜ୍ୟ ମନ୍ତ୍ରିମଣ୍ଡଳରେ କାର୍ଯ୍ୟ କରିଛନ୍ତି।

୨୦୧୮ ଅକ୍ଟୋବରରେ ବିଜେପିରେ ଯୋଗ ଦେଇଥିଲେ ଡାବୁଗାଁ ତତ୍କାଳନୀ କୋଡିଙ୍ଗା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ବ କରି ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଶ୍ରୀ ମାଝୀ ସ୍ବତନ୍ତ୍ର ଦଳ, ଭାରତୀୟ ଜାତୀୟ କଂଗ୍ରେସ ଏବଂ ବିଜୁ ଜନତା ଦଳ ଓ ବିଜେପି ସହିତ ଜଡ଼ିତ ଥିଲେ ।

୨୦୦୯ରେ ନବରଙ୍ଗପୁର ଲୋକସଭା ଆସନରୁ ବିଜେଡି ଟିକେଟରେ ନିର୍ବାଚନ ଲଢ଼ି ଶ୍ରୀ ମାଝୀ ହାରିଥିଲେ ।

୨୦୧୮ ଅକ୍ଟୋବରରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ | Accident: ଶୌଚ ପାଇଁ ଯାଉଥିବା ବୃଦ୍ଧାଙ୍କୁ ଧକ୍କା ଦେଇ ରାସ୍ତା କଡ଼କୁ ଖସିଲା କାର୍ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)