CM grievance: ଅଗଷ୍ଟ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
"ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ "ଜନ ଅଭିଯୋଗ ଶୁଣାଣି" କାର୍ଯ୍ୟକ୍ରମ ଆସନ୍ତା ସୋମବାର (ଅଗଷ୍ଟ ୩୧ ତାରିଖ) ବନ୍ଦ ରହିବ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଆସନ୍ତା ସୋମବାର (୩୧.୦୮.୨୦୨୬) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବl ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।
ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।Advertisment "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
