CM Grivence: ଅଗଷ୍ଟ ପହିଲାରେ ହେବାକୁ ଥିବା ଜନଅଭିଯୋଗ ଶୁଣାଣି ବନ୍ଦ ରହିବ
"ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୩ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ ।
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୦୩.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ।
ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।Advertisment "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।