CM Mohan Charan Majhi: ଏରିଅଲ୍ ସର୍ଭେରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Sep 27, 2026 - 10:59
CM Mohan Charan Majhi: ଏରିଅଲ୍ ସର୍ଭେରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

"ଭୁବନେଶ୍ବର: ଏରିଅଲ୍ ସର୍ଭେରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବା ପାଇଁ ଯାଇଛନ୍ତି।

ସେ ସ୍ଥିତି ସମୀକ୍ଷା କରିବେ।

ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ବତନ୍ତ୍ର ରିଲିଫ୍ କମିସନର ରାଜେଶ ପ୍ରଭାକର ପାଟିଲ୍ ମଧ୍ୟ ଗସ୍ତ କରିଛନ୍ତି।

Advertisment ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ।

ଏହି ଅବସରରେ କୋରାପୁଟ ଜିଲ୍ଲାର କୋଟପାଡ଼ଠାରେ ବନ୍ୟା ସ୍ଥିତି ସମୀକ୍ଷା କରିବା ସହ ଜୟପୁରଠାରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Odisha Vigilance: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)