CM’s Public Grievance ଅଗଷ୍ଟ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ

Aug 14, 2026 - 17:49
CM’s Public Grievance ଅଗଷ୍ଟ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ

"ଭୁବନେଶ୍ବର: ଆସନ୍ତା ସୋମବାର (ଅଗଷ୍ଟ ୧୭)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ।

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍‌ ବାର୍ତ୍ତାରେ ସୂଚନା ଦିଆଯାଇଛି।

Advertisment ମୁଖ୍ୟମନ୍ତ୍ରୀ ଜନ ଅଭିଯୋଗ ଶୁଣାଣି: ୧୦୦୦ ଅନ୍‌ଲାଇନ୍‌ ପଂଜୀକରଣ ବୁକିଂ ଶେଷଆଜି (ଶୁକ୍ରବାର) ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ସୂଚନାରେ ଉଲ୍ଲେଖ ରହିଛି, ମୁଖ୍ୟମନ୍ତ୍ରୀ ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media