Crocodile: ଚାଷ ଜମିରେ ବଉଳା କୁମ୍ଭୀର; ମାଛ ଧରିବା ଲଞ୍ଜାରେ ପଡ଼ିଲା ୬ ଫୁଟର କୁମ୍ଭୀର

Sep 12, 2026 - 11:22
Crocodile: ଚାଷ ଜମିରେ ବଉଳା କୁମ୍ଭୀର; ମାଛ ଧରିବା ଲଞ୍ଜାରେ ପଡ଼ିଲା ୬ ଫୁଟର କୁମ୍ଭୀର

"କେନ୍ଦ୍ରାପଡ଼ା: ବିଲରେ ବଉଳା କୁମ୍ଭୀର।

ମାଛ ଧରିବା ପାଇଁ ବାସଯାଇଥିବା ଲଞ୍ଜାରେ ପଡିଲା ୬ ଫୁଟର ବଉଳା କୁମ୍ଭୀର ।

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବ୍ରାହ୍ମଣୀକୋଲା ଗାଁ ଚାଷ ଜମିରେ ବର୍ଷାପାଣି ଜମି ରହିଛି ।

ଲୋକେ ମାଛ ଧରିବା ପାଇଁ ଗତକାଲି ରାତିରେ ଜମିର ଶେଷ ମୁଣ୍ଡରେ ଲଞ୍ଜା ବସାଇଥିଲେ ।

ଆଜି ସକାଳୁ ସେଥିରେ ଏକ ବିରାଟ ବଉଳା କୁମ୍ଭୀର ପଶିଥିବାର ଦେଖି ଲୋକେ ଭୟଭୀତ ହୋଇଯାଥିଲେ ।

ବନବିଭାଗ ଖବର ପାଇ ଘଟଣା ସ୍ଥଳରେ ପହଂଚି କୁମ୍ଭୀର ଟିକୁ ଉଦ୍ଧାର କରିଛି।ମାଛ ଖାଇବା ପାଇଁ କୁମ୍ଭୀରଟି ଚାଷ ଜମିକୁ ପ୍ରବେଶ କରିଥିବା କୁହାଯାଉଛି ।Advertisment କୁମ୍ଭୀରକୁ ଦେଖିବା ପରେ ଜମି ମଧ୍ୟକୁ ଯିବାକୁ ଭୟ କରୁଛନ୍ତି ଲୋକେ  ବାରମ୍ବାର ରାଜନଗର ଅଂଚଳରେ କୁମ୍ଭୀର ପାଦୁର୍ଭାବ ବଢ଼ିବାରେ ଲାଗିଛି।

କେତେବେଳେ ଗାଁ କେନାଲ ତ ଆଉ କେତେବେଳେ ଲୋକଙ୍କ ପୋଖରୀ ମଧ୍ୟରେ କୁମ୍ଭୀର ପଶି ଲୋକଙ୍କୁ ଆତଙ୍କିତ କରୁଛି।

ଚାଷ ଜମିରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

ଚାଷ ଜମିରେ ପାଣି ଭର୍ତି ହୋଇ ରହିଥିବାରୁ ଲୋକେ କୁମ୍ଭୀରକୁ ଦେଖିବା ପରେ ଜମି ମଧ୍ୟକୁ ଯିବାକୁ ଭୟ କରୁଛନ୍ତି ।

Armed Robbery: ଜୟପୁରରେ ସଶସ୍ତ୍ର ଡକାୟତି: ଚିକିତ୍ସା ବାହାନାରେ ଘରେ ପଶିଲେ, ବନ୍ଧୁକ ମୁନରେ ୧ ଲକ୍ଷ ୩୦ ହଜାର ଓ ସୁନାଗହଣା ଲୁଟିଲେ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)