Cyber Command Centre: ସାଇବର୍ କମାଣ୍ଡ୍ ସେଣ୍ଟର୍ ପାଇଁ ୨୫୦କୋଟି ଟଙ୍କା ମଞ୍ଜୁର

Nov 21, 2026 - 19:53
Cyber Command Centre: ସାଇବର୍ କମାଣ୍ଡ୍ ସେଣ୍ଟର୍ ପାଇଁ ୨୫୦କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ରାଜ୍ୟରେ ସାଇବର ଅପରାଧ, ଆର୍ଥିକ ଠକେଇ ଏବଂ ଏହା ସହିତ ମହିଳା ଓ ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ସାଇବର ଅତ୍ୟାଚାରକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ପଦକ୍ଷେପ ନେଇ 'ଓଡିଶା ସାଇବର କମାଣ୍ଡ ସେଣ୍ଟର' ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏଥିପାଇଁ ମୁଖ୍ୟମନ୍ତ୍ରୀ ୨୪୯.୩୯ କୋଟି ଟଙ୍କା ମଞ୍ଜୁର ମଧ୍ୟ କରିଛନ୍ତି।

Advertisment ସାଇବର ଅପରାଧକୁ ଚିହ୍ନଟ କରିବା, ରୋକିବା ଏବଂ ବିଭିନ୍ନ ପ୍ରକାର ସାଇବର ଠକେଇ ଓ ସାଇବର ବିପଦର ନିୟନ୍ତ୍ରଣ ପାଇଁ ତଦନ୍ତ କରିବା କ୍ଷେତ୍ରରେ ଏହି କମାଣ୍ଡ ସେଣ୍ଟର ଏକ ବିଶେଷଜ୍ଞ ସଂସ୍ଥା ଭାବେ କାର୍ଯ୍ୟକରିବ।

ଏହାର ୪ଟି ମୁଖ୍ୟ ଶାଖା ରହିବ।

ଏହି ଶାଖାଗୁଡିକ ମଧ୍ୟରେ ସାଇବର କ୍ରାଇମ ହେଡକ୍ୱାର୍ଟର୍ସ, ଷ୍ଟେଟ ସାଇବର କ୍ରାଇମ ପୁଲିସ୍ ଷ୍ଟେସନ, ସାଇବର ରିସୋର୍ସ ସେଣ୍ଟର ଏବଂ ଏଆଇ ପ୍ରେଡିକ୍ଟିଭ୍ ପୁଲିସିଂ ଆଣ୍ଡ ଡାଟା ଆନାଲିଟିକ୍ସ ସେଣ୍ଟର।

Chief Minister: ଚାଷୀଙ୍କ ବର୍ଷା ଓ ବନ୍ୟାଜନିତ କ୍ଷୟକ୍ଷତି ପାଇଁ ମୋହନ ଚରଣ ମାଝୀ ଦୁଃଖୀ, ନିରାଡ଼ମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)