DA Increased from 60% to 63%: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର, ୩% ବଢ଼ିଲା ମହଙ୍ଗା ଭତ୍ତା
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି।
ଫଳରେ ମୋଟ୍ ମହଙ୍ଗା ଭତ୍ତା ୬୦ ରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି।
ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଗତ ଜୁଲାଇ ମାସରୁ ଲାଗୁ ହେବ।
ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ।
ସେହିପରି ପେନସନ୍ ଭୋଗୀଙ୍କ ଟି.ଆଇ.
ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି।
Advertisment ସେମାନେ ମଧ୍ୟ ନଭେମ୍ବର ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ଘୋଷଣା କରିଛନ୍ତି।
ଏହା ଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।...
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ପାଇଁ ଖୁସି ଖବର ସରକାରୀ କର୍ମଚାରୀଙ୍କର ବଢିଲା ମହଙ୍ଗା ଭତ୍ତା ମହଙ୍ଗା ଭତ୍ତାରେ ୩% ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩%କୁ ବୃଦ୍ଧି ପାଇଲା ପିଛିଲା ଭାବେ ୨୦୨୬ ଜୁଲାଇରୁ ଲାଗୁ ହେବ ବର୍ଦ୍ଧିତ ମହଙ୍ଗା ଭତ୍ତା ଏଇ ମାସ ଦରମାରେ ନଗଦ ଆକାରରେ ମିଳିବ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩% ବୃଦ୍ଧି ନଭେମ୍ବର ମାସ ପେନସନରେ ବର୍ଦ୍ଧିତ ଟି.ଆଇ ପାଇବେ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
