Daily Horoscope 21th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।
ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ ।
କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ ।
ଛାତ୍ରଛାତ୍ରିମାନେ ପଢାରେ ପ୍ରଂଶସିତ ହେବେ ।
ଦ୍ୱିଜା- ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ ।
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ ।
ଶତୃମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
କୃତିକା- ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ ।
ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।
ମହିଳାମାନେ ଅର୍ଥଲାଭ କରିବେ ।
ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ Advertisment ବୃଷ- କୃତିକା-ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ ।
ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ ରୋହିଣୀ- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।
ବହୁ ଦିନର ମନସ୍କାମନା ପୂରଣ ହେବ ।
ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ମୃଗଶିରା- ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ ।
ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।
ଅନ୍ୟମାନଙ୍କ ପାଇଁ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ମିଥୁନ- ମୃଗଶିରା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।
ଜୀବନ ସାଥିଙ୍କ ସହିତ ସାମଞସ୍ୟ ବଜାୟ ରହିବ।
ଆଦ୍ରା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଘରୋଇ କଂପାନୀରେ ଚାକିରି ମିଳିପାରେ ।
ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ରାଜନିତିରେ ସତ୍ୟବାଦୀ ହେବେ।
ଲେଖାପଢାରେ ଧନ ଅର୍ଜନ କରିବେ ।
ପୁନର୍ବସୁ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ ।
ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ଆଧାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି ।
ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ ।
ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।
ପୁଷ୍ୟା- ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର୍ୟ୍ୟ ପାଇଁ ଆଶାୟୀ ହେବେ ।
ଶତୃ ଓ ବିରୋଧି ଅପଦସ୍ଥ ହେବେ।
ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଅଶ୍ଲେଷା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।
ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ।
ଖେଳକୁଦରେ ମନ ଦେବେ ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ ସିଂହ- ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।
ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ ।
ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ପୂ,ଫାଲଗୁନି- ଜରୁରୀ କାମ ପୂରା କରିବାରେ ସଫଳ ହେବେ ।
ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରିକ୍ଷାରେ କୃତକାର୍ଯ୍ୟ ହେବେ।
ଉ,ଫାଲଗୁନି- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି ।
ସଭାସମିତିରେ ବନ୍ଧୁମିଳନ ଜନିତ ମନ ଖୁସି ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର –ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ କନ୍ୟା- ଉ,ଫଳଗୁନି- ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ଭାବପ୍ରବଣତା ବୃଦ୍ଧି ଯୋଗୁ ମନୋବଳ ହ୍ରାସ ପାଇବ ।
ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ ।
ହସ୍ତା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ ।
ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିବେ ।
ଚିତ୍ରା- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଘର ପାଇଁ ନୂଆ ଆସବାବ କ୍ରୟ କରିବେ ।
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ ତୁଳା- ଚିତ୍ରା- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ ।
କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ ।
ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।
କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ସ୍ୱାତୀ- ପ୍ରତିଯୋଗୀ ବ୍ୟପାରିଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ ।
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ ।
ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି ।
ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ।
ବିଶାଖା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି।
ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ।
ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ ବିଛା- ବିଶାଖା- ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ ।
ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।
ଅନୁରାଧା- ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ ।
ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ ।
ଜ୍ୟେଷ୍ଠା- ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।
ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ ।
ଅଫିସରେ ସହକର୍ମୀ ମାନେ ପରାମର୍ଶ ଲୋଡିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ ଧନୁ- ମୂଳା- ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ ।
ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।
ପୂ,ଷାଢା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ ।
ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ ।
ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ ।
ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ ଉ,ଷାଢା- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ ।
ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।
ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ନାରୀ ମାନେ ସମାଜରେ ସମ୍ମାନ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ ମକର- ଉ,ଷାଢା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।
କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ଶ୍ରବଣା- ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ ।
କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।
ଅଫିସରେ କୌଣସି ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।
ଧନିଷ୍ଠା- ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ ।
ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ କୁମ୍ଭ- ଧନିଷ୍ଠା- ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ବ୍ୟବସାୟ- ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।
କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଶତଭିଷା- ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।
ନକାରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ ।
ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ ।
ସମ୍ମାନିତ ଲୋକଙ୍କ ସହ ମିଶିବେ ।
ପୂ,ଭାଦ୍ରପଦ- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ ।
ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ ମୀନ- ପୂ,ଭାଦ୍ରପଦ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି ।
ବ୍ୟବସାୟରେ ଲାଭବାନ୍ ହେବେ ।
କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ଉ, ଭାଦ୍ରପଦ- ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି।
ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ।
ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ।
ନୂତନ ପ୍ରେମ ସମ୍ପର୍କରେ ବାନ୍ଧି ହେବାପାଇଁ ଯାଉଛନ୍ତି ।
ରେବତୀ- କ୍ଷମତାଶାଳୀ ହେବାର ସୁଯୋଗ ଆସିବ।
ବୈବାହିକ ଜୀବନରେ ସୁଖ ଶାନ୍ତିରେ କଟିବ।
ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
