Daily Horoscope 23th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ ।
ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ ।
କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରଣାମ ଦେଇ ଆଗକୁ ବଢିବେ ।
ଦ୍ୱିଜା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ ।
କୃତିକା- ରାଜନୀତିରେ ଦୁଃସାହସିକ ପଦକ୍ଷେପ ଗ୍ରହଣ କରିବେ ।
ଖଳ ଲୋକଙ୍କ ଦ୍ୱାରା କ୍ଷତିଗ୍ରସ୍ତ ହୋଇପାରନ୍ତି ।
ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ Advertisment ବୃଷ- କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି ।
ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।
ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ ।
ରୋହିଣୀ- ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।
ରାଜନୈତିକ ପରିସ୍ଥିତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ ।
ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ମୃଗଶିରା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି ।
ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର୍ୟ୍ୟରେ ବିଜୟଲାଭ କରିବେ ।
ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।
ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ମିଥୁନ- ମୃଗଶିରା- ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ ।
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ ।
ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ ।
ଆଦ୍ରା- ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବ ।
ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ପୁନର୍ବସୁ- ଆୟର ପନ୍ଥା ଖୋଲିଯିବ ।
ଯାନ, ବାହନ କରିବାରେ ଆଗ୍ରହ ବଢିବ ।
ମହିଳାମାନେ ମନରେ ବ୍ୟାକୁଳତା ଅନୁଭବ କରିବେ ।
ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପୋସ ବୁଝାମଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ Advertisment କର୍କଟ- ପୁନର୍ବସୁ- ଆଗରୁ ଭୋଗୁଥିବା ସ୍ୱାସ୍ଥଗତ ସମସ୍ୟାରୁ ମୁକ୍ତି ପାଇବେ ।
ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ ।
କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ ।
ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି ।
ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।
ପୁଷ୍ୟା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ ।
ସାମାଜିକ କାର୍ଯ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ ।
ରାଜନେତାଙ୍କର ସମାଜରେ ଆଦର ବଢିବ ।
ପଢାରେ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ ।
ଅଶ୍ଲେଷା- ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ ।
ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ ।
ମହିଳାମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ସିଂହ- ମଘା-ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି ।
ଭାଙ୍ଗିଯାଇଥିବା ସଂପର୍କ ପୁନର୍ବାର ଯୋଡି ହୋଇପାରେ ।
ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।
ପୂ,ଫାଲଗୁନି- ପୁତ୍ର କନ୍ୟାମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ ।
ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରନ୍ତି ।
ଉ,ଫାଲଗୁନି- ଆପଣଙ୍କର ମନ ଦୃଢ ହେବ ।
ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ ।
ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ କନ୍ୟା- ଉ,ଫଳଗୁନି- ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ ।
ବ୍ୟପାରି ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।
କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ ।
ଚାକିରୀଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ହସ୍ତା- ଖାଦ୍ୟ, ପାନୀୟ ପ୍ରତି ସଚେତନ ରୁହନ୍ତୁ ।
କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।
ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ ।
ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଚିତ୍ରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ ।
ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ ।
ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ ।
ମହିଳାମାନେ ପୂଜା, ପାଠରେ ମନ ଲଗାଇବେ ।
ଆଇନ ଛାତ୍ରୀ ବଡ ଓକିଲଙ୍କ ସହିତ କାମ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ ତୁଳା- ଚିତ୍ରା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ ।
ଆପଣ ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ ।
ନିଜର ବନ୍ଧନକୁ ଦୃଢ କରିବା ପାଇଁ ପ୍ରୟାସ କରିବେ ।
ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୂକୁଳ ହେବ ସ୍ୱାତୀ- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ ।
ଆପଣଙ୍କ ଜୀବନ ସାଥିଙ୍କ ସହିତ ମଧୁର ସମ୍ପର୍କ ରହିବ ।
ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିପାରେ ।
ବିଶାଖା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ ।
ସମ୍ପତ୍ତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ ।
ମହିଳାମାନଙ୍କୁ ଅନେକ ଚାପରେ ଗତି କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ବିଛା- ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।
ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାଯ୍ୟ ପାଇବେ ।
ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।
ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ ।
ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ ।
ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।
ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ ।
ସମ୍ପତ୍ତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବିଧି ପୂର୍ବକ ଶିବ ପୂଜା କରନ୍ତୁ ଧନୁ- ମୂଳା- କର୍ମକ୍ଷେତ୍ରରେ ସହଭାଗୀମାନଙ୍କ ସହ ଖୁସିରେ କାମ କରିବେ ।
ବ୍ୟବସାୟରେ ଭଲ ଅର୍ଥ ପାଇବେ ।
ମହିଳାମାନେ ମଧ୍ୟ କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ପୂ,ଷାଢା- ପରିବାରରେ ଚିନ୍ତା ବଢିପାରେ ।
ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ ।
ମୋହରେ ପଡି ଅପଦସ୍ତ ହେବେ ।
ଆତ୍ମୀୟଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ ।
ଉ,ଷାଢା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ ।
ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ ।
ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ମକର- ଉ,ଷାଢା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ ।
ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ ।
ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଶ୍ରବଣା- ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ ।
ଘର ସଜାଇବାରେ ଧ୍ୟାନ ଦେବେ ।
ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।
ରାଜନୈତିକ ସମର୍ଥନ ପାଇବେ ।
ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଧନିଷ୍ଠା- ଅଫିସ୍ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ ।
ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।
ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।
ନାରୀମାନେ ଈର୍ଷାପରାୟଣ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ କୁମ୍ଭ- ଧନିଷ୍ଠା- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ ।
ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି ।
ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।
ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।
ଶତଭିଷା- ସମ୍ପର୍କୀୟମାନଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ ।
ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ ।
ଶିକ୍ଷାର୍ଥୀ ପଢାରେ କୃତକାର୍ଯ୍ୟ କରିବେ ।
ପୂ,ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି ।
ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ମୀନ- ପୂ,ଭାଦ୍ରପଦ- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ ।
ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଉ,ଭାଦ୍ରପଦ- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି ।
ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ ।
ରାଜନୀତିରେ କାମ ଗୁଡିକୁ ସମ୍ପନ୍ନ କରିବେ।
ଛାତ୍ରଛାତ୍ରୀ ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ରେବତୀ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।
ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରନ୍ତି।
ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
