Daily Horoscope 25th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jun 25, 2026 - 08:37
Daily Horoscope 25th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ
ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ଦ୍ୱିଜା – ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।
କୃତିକା – ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ 

ବୃଷ-
କୃତିକା- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ରୋହିଣୀ- ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ ।
ମୃଗଶିରା- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ କ୍ଷ କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ଜମି, ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 

ମିଥୁନ
ମୃଗଶିରା  - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ ।  ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।
ଆଦ୍ରା -  କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ ।
ପୁନର୍ବସୁ -  ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ  ସହଯୋଗ ପାଇବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ ।  ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।
ପୁଷ୍ୟା- ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।
ଅଶ୍ଲେଷା- ପୈତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ
ମଘା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ  ।
ପୂ , ଫାଲଗୁନୀ -  ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ ।
ଉ ,ଫାଲଗୁନୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କନ୍ୟା-
ଉ,ଫଳଗୁନି- ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ ।
ହସ୍ତା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ମାଲିକଙ୍କ ସହିତ ଘରଭଡାକୁ କେନ୍ଦ୍ର କରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । 
ଚିତ୍ରା-ଅଫିସରେ ଅବହେଳିତ କାମ ପାଇଁ ଅନୁତାପ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି ନେବାକୁ ପଡିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

ତୁଳା -
ଚିତ୍ରା – ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।
ସ୍ୱାତୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।  କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଯୋଗ୍ୟତା ଅନୁସାରେ  କୈାଣସି ଉଚ୍ଚ ପଦବୀ ମିଳିପାରେ ।
ବିଶାଖା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।  ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବିଶାଖା- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ବିଶ୍ୱାସୀ ଲୋକ ମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ ।
ଅନୁରାଧା- କର୍ମ କ୍ଷେତ୍ରରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ ଧାରଣା ପୋଷଣ କରିପାରନ୍ତି । ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ।
ଜ୍ୟେଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ
ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି  ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।
ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।
ଉ , ଷାଢା – ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।
ଶ୍ରବଣା- ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । 
ଶତଭିଷା – ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ ।  ଛାତ୍ରଛାତ୍ରି ମାନେ ଶୃଙ୍ଖଳିତ ହେବେ ।  ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ ।
ପୂ , ଭାଦ୍ରପଦ  – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍‌ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ପ୍ରେମ ସମ୍ପର୍କ ମଧୁରମୟ ରହିବ ।  
ଉ,ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।
ରେବତୀ- ଆଇନ ର ଦ୍ୱାରସ୍ଥ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ