Dead: ସୋର ରେଳ ଷ୍ଟେସନ ନିକଟରୁ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, ଟ୍ରେନ୍ ଧକ୍କା ସନ୍ଦେହ
"ସୋର: ସୋର ରେଳ ଷ୍ଟେସନର ଅନତି ଦୂର ଲିଙ୍ଗପଡା ଫାଟକ ନିକଟରେ ଜଣେ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତ ଦେହ ରେଳ ଧାରଣାରୁ ଉଦ୍ଧାର କରାଯାଇଛି।
ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଗତକାଲି ରାତିରେ କୌଣସି ଏକ ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।Advertisment ଖବର ପାଇ ସୋର ଆରପିଏଫ ଓ ବାଲେଶ୍ୱର ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ନେଇଥିବା ଜଣାପଡିଛି।
Fire: ବନ୍ଦ ଘରେ ଶୋଇଥିବାବେଳେ ନିଆଁରେ ପୋଡ଼ି ବାପା ମୃତ, ଅଳ୍ପକେ ବର୍ତ୍ତିଲେ ପୁଅ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
