Dead Body: ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

Sep 16, 2026 - 13:18
Dead Body: ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

"ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ଚିପଟନଦୀ ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର।

ଶୌଚ ହେବାକୁ ଯାଇଥିବା ବେଳେ ନଦୀରେ ମୃତଦେହ ପଡ଼ିଥିବା ଦେଖିଥିଲେ ସ୍ଥାନୀୟ ଲୋକେ।Advertisment ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ ଏନେଇ ସ୍ଥାନୀୟ ଲୋକେ ପୁଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହକୁ ଉଦ୍ଧାର କରିଥିଲା।

ପରେ ମୃତଦେହକୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ତେବେ ଏଯାଏଁ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ।

ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

3 Minor Girls: ଗାଧୋଉଥିବା ବେଳେ ଶଙ୍ଖନଦୀ ପାଣିରେ ବୁଡ଼ି ତିନି ନାବାଳିକା ମୃତ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)