Death: ବିଲରେ ହଳ କରୁଥିବା ବେଳେ ବିଦ୍ୟୁତ୍ ଆଘାତରେ ଦୁଇ ଯୁବକଙ୍କ ମୃତ୍ୟୁ
"ଜଗତସିଂହପୁର: ଜଗତସିଂହପୁର ସଦର ଥାନା ବେନୁଖଣ୍ଡାରେ ଅଘଟଣ।
ବିଲରେ ହଳ କରୁଥିବା ବେଳେ ବିଦ୍ୟୁତ୍ ଆଘାତରେ ଦୁଇ ଯୁବକଙ୍କ ମୃତ୍ୟୁ।
ମୃତକ ହେଲେ ଅଜୟ କୁମାର ସାହୁ ଓ ସାଗର ଭୋଇ।Advertisment ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ଗୁରୁତର ଅବସ୍ଥାରେ ସଦର ମେଡିକାଲକୁ ଅଣାଯିବା ପରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କଲେ।
ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
Collapsed: ବନ୍ଧ ଭାଙ୍ଗି ଚାଷଜମିରେ ବାଲିଚର, ନିମ୍ନମାନର କାମକୁ ନେଇ ଅଭିଯୋଗ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
