Dense fog warning: ୪ ଜିଲ୍ଲାକୁ ଘନ କୁହୁଡ଼ି ୱାର୍ଣ୍ଣିଂ
ଭୁବନେଶ୍ବର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରି ହ୍ରାସ ପାଇପାରେ।
ଏଥିସହ ଖୋରଧା, କଟକ , ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର , ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କୋରାପୁଟ ଜିଲ୍ଲାରେ ହାଲୁକାରୁ ମଧ୍ୟମ କୁହୁଡ଼ି ପଡ଼ିବ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କୋରାପୁଟରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Advertisment Inderjit Khurana Award: ଇନ୍ଦର୍ଜିତ୍ ଖୁରାନା ଜାତୀୟ ପୁରସ୍କାର ପ୍ରଦାନ ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇଛି।
କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୫ରୁ ୬ ଡିଗ୍ରି ଅଧିକ ରହିଥିଲା।
ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୫.୨ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ ୧୫.୫ ଡିଗ୍ରି, ଫୁଲବାଣୀରେ ୧୬, ଚିପିଲିମାରେ ୧୬.୫, କୋରାପୁଟରେ ୧୬.୮ ଡିଗ୍ରି ରେକର୍ଡ ହୋଇଥିଲା।
ଉପକୂଳ ଓଡ଼ିଶାରେ ରାତିର ତାପମାତ୍ରା ଅପେକ୍ଷାକୃତ ଅଧିକ ରହିଥିଲା।
Judgement: ବେଆଇନ ନିର୍ମାଣକୁ ନେଇ ସୁପ୍ରିମ୍କୋର୍ଟ କ୍ଷୁବ୍ଧ, ପୌର ସଂସ୍ଥାଙ୍କ ପକ୍ଷପାତିତା ଉପରେ ପ୍ରଶ୍ନ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
