Dharmendra Pradhan Resigns: ବଡ଼ ଖବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା
Jul 25, 2026 - 14:35
Dharmendra Pradhan Resigns: ବଡ଼ ଖବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ବିରୋଧୀ ଦଳମାନେ ତାଙ୍କ ଇସ୍ତଫା ଦାବି କରୁଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର।
Chinmayee Sahoo
25 Jul 2026 14:31 IST
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ବିରୋଧୀ ଦଳମାନେ ତାଙ୍କ ଇସ୍ତଫା ଦାବି କରୁଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।