Divorce Dispute Turns Violent: ଅର୍ଚ୍ଚନା ନାଗଙ୍କୁ ସ୍ବାମୀଙ୍କ ହତ୍ୟା ଉଦ୍ୟମ; ଥାନାରେ ଏତଲା, ଜଗବନ୍ଧୁ ଅଟକ...
ରାତି ଅଧରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ସ୍ବାମୀ ଜଗବନ୍ଧୁ ମାରଣାସ୍ତ୍ରରେ ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।
ରାତି ଅଧରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ସ୍ବାମୀ ଜଗବନ୍ଧୁ ମାରଣାସ୍ତ୍ରରେ ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।
ଅର୍ଚ୍ଚନା ନାଗଙ୍କୁ ସ୍ବାମୀ ଜଗବନ୍ଧୁଙ୍କ ହତ୍ୟା ଉଦ୍ୟମ ଅଭିଯୋଗ। ରାତି ଅଧରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ସ୍ବାମୀ ଜଗବନ୍ଧୁ ମାରଣାସ୍ତ୍ରରେ ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏନେଇ ଥାନାରେ ଏତଲା ପରେ ଜଗବନ୍ଧୁଙ୍କୁ ଅଟକ ରଖିଛି ମଞ୍ଚେଶ୍ବର ଥାନା ପୋଲିସ୍ । ଜଗବନ୍ଧୁଙ୍କ ନିକଟରୁ ଏକ ଛୁରୀ ଜବତ ହୋଇଛି।
ସୂଚନା ଅନୁସାରେ, ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ମଧ୍ୟରେ ଏବେ ଛାଡ଼ପତ୍ର ମାମଲା ଚାଲିଥିବା ବେଳେ ଉଭୟ ଅଲଗା ଅଲଗା ରହୁଛନ୍ତି ।
Disclaimer: This content has been automatically aggregated from television for informational purposes. To read the original article, please visit television.
Home
