Draupadi Murmu's Odisha Tour: ଜୁଲାଇ ୩ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

Aug 02, 2026 - 16:59
Draupadi Murmu's Odisha Tour: ଜୁଲାଇ ୩ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

"ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୬ ଜୁଲାଇ ୩ ତାରିଖ ଠାରୁ ତିନିଦିନିଆ ଓଡ଼ିଶା ଗସ୍ତ କରୁଛନ୍ତି।

ସେ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରହିବେ।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ।

Advertisment ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଜୁଲାଇ ୩ (ସୋମବାର) କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ।

ସେ ଅଗଷ୍ଟ ୪ ତାରିରେ ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଟ୍ରେନ୍‌ରେ ଯାତ୍ରା କରିବେ ଏବଂ ତପ୍ତପାଣିରେ ମା" କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ ଏବଂ ଆଳତୀ କରିବେ।

ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଅଗଷ୍ଟ ୫ରେ ଫେରିଯିବେ।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।