Election Commission: ୧୨ ରାଜ୍ୟସଭା ଏବଂ ୨୮ ଏମଏଲସି ଆସନ ପାଇଁ ନିର୍ବାଚନ: କାର୍ଯ୍ୟସୂଚୀ ଘୋଷଣା

Sep 22, 2026 - 13:16
Election Commission: ୧୨ ରାଜ୍ୟସଭା ଏବଂ ୨୮ ଏମଏଲସି ଆସନ ପାଇଁ ନିର୍ବାଚନ: କାର୍ଯ୍ୟସୂଚୀ ଘୋଷଣା

"ନୂଆଦିଲ୍ଲୀ: ନିର୍ବାଚନ କମିସନ ବିହାର, କର୍ଣ୍ଣାଟକ, ମହାରାଷ୍ଟ୍ର ଏବଂ ଉତ୍ତର ପ୍ରଦେଶରେ ୨୮ ବିଧାନ ପରିଷଦ(ଏମଏଲସି) ଆସନରେ ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।

ଏହି ଆସନଗୁଡ଼ିକ ପାଇଁ ମତଦାନ ଅକ୍ଟୋବର ୨୩ ତାରିଖରେ ହେବ।

ଭୋଟ୍ ଗଣତି ଅକ୍ଟୋବର ୨୭ ତାରିଖରେ ହେବ।

ଏମଏଲସି ଆସନରେ ସ୍ନାତକ ଏବଂ ଚାରିଟି ଶିକ୍ଷକ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ କରାଯିବ।

ସେଥିମଧ୍ୟରେ ଉତ୍ତର ପ୍ରଦେଶର ୧୧ ବିହାରର ୮, ମହାରାଷ୍ଟ୍ରର ୫ ଏବଂ କର୍ଣ୍ଣାଟକର ୪ ଆସନ ରହିଛି।Advertisment ରାଜ୍ୟସଭା ଆସନ ପାଇଁ ୧୬ ଅକ୍ଟୋବରରେ ମତଦାନ ଏହା ସହିତ ନିର୍ବାଚନ କମିସନ ଉତ୍ତର ପ୍ରଦେଶର ୧୦, ଉତ୍ତରାଖଣ୍ଡର ଗୋଟିଏ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଘୋଷଣା କରିଛନ୍ତି।

ସେହପରି ପଶ୍ଚିମବଙ୍ଗରେ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ।

ଏହି ସମସ୍ତ ଆସନ ପାଇଁ ମତଦାନ ୧୬ ଅକ୍ଟୋବରରେ ହେବ ଏବଂ ସେହି ଦିନ ଭୋଟ୍ ଗଣତି କରାଯିବ।

Russian Oil: ଭାରତ ଉପରେ ୧୦୦% ଶୁଳ୍କ ଲାଗୁ ନେଇ ଆମେରିକାର କପଟ କୌଶଳ: ଟ୍ରମ୍ପଙ୍କ ଦୋମୁହାଁ ନୀତିର ପର୍ଦ୍ଦାଫାସ କଲେ ପୂର୍ବତନ ଆମେରିକୀୟ ଅଧିକାରୀ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)