Viral Video of Heartfelt Appeal: ମା’ ତୁ ଜନ୍ମ ଦେଇଛୁ ସତ... ହେଲେ ମୁଁ କର୍ମ ଓ ଭାଗ୍ୟକୁ ନେଇ ବଞ୍ଚୁଛି ଲୋ

ସୋନାଲି ନିଜର ୧୦ ବର୍ଷର ପୁଅ ଓ ସ୍ୱାମୀଙ୍କୁ ଛାଡ଼ି ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ସାଙ୍ଗରେ ରହୁଥିବା ଅଭିଯୋଗ ହୋଇଛି। ଏପରି ସାଂଘାତିକ ଅଭିଯୋଗ ଆଣିଛନ୍ତି ସୋନାଲିଙ୍କ ସ୍ୱାମୀ ଶ୍ରୀକ୍ଷେତ୍ର ସାମନ୍ତସିଂହାର

Apr 16, 2025 - 13:30