Examination: ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା, ସିଏଚ୍‌ଏସ୍‌ଇ ପକ୍ଷରୁ ଘୋଷଣା

Nov 19, 2026 - 18:10
Examination: ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା, ସିଏଚ୍‌ଏସ୍‌ଇ ପକ୍ଷରୁ ଘୋଷଣା

ଭୁବନେଶ୍ବର: ଯୁକ୍ତ ୨ରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି।

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବଡ଼ ଘୋଷଣା କରାଯାଇଛି।

ସିଏଚ୍‌ଏସ୍‌ଇ ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ୨୦୨୭ ଆସନ୍ତା ଫେବ୍ରୁଆରି ୧୬ ତାରିଖ ଠାରୁ ଆରମ୍ଭ ହେବ।

କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ‌ ବିଷୟରେ ଏହି ପରୀକ୍ଷା କରାଯିବ।

ଯୁକ୍ତ ୨ ପରୀକ୍ଷା ୨୦୨୭ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

ଯୁକ୍ତ ୨ ପରୀକ୍ଷା ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ପ୍ରତିଦିନ ଗୋଟିଏ ସିଟିଂରେ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହେବ।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)