Fire: ଆର୍ଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ସର୍ଭର ରୁମ୍ ସମ୍ପୂର୍ଣ୍ଣ ଜଳି ପୋଡ଼ି ପାଉଁଶ
"ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ର ପ୍ରଥମ ମହଲାରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।
ନିଆଁରେ କାର୍ଯ୍ୟାଳୟର ସର୍ଭର ରୁମ୍ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।
ସୂଚନା ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲେ।Advertisment ଅଗ୍ନିକାଣ୍ଡରେ ହୋଇଥିବା ସମ୍ପୂର୍ଣ୍ଣ କ୍ଷୟକ୍ଷତି ତଦନ୍ତ ପରେ ସ୍ପଷ୍ଟ ହେବ ପ୍ରାଥମିକ ଭାବେ ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।
ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଏବଂ ଅଗ୍ନିକାଣ୍ଡରେ ହୋଇଥିବା ସମ୍ପୂର୍ଣ୍ଣ କ୍ଷୟକ୍ଷତି ତଦନ୍ତ ପରେ ସ୍ପଷ୍ଟ ହେବ।
Death: ଡାକ୍ତରଙ୍କ ଭୁଲ୍ ଇଞ୍ଜେକସନ୍ ଲାଗି ଚାଲିଗଲା ରୋଗୀଙ୍କ ଜୀବନ, ଶବ ରଖି ପରିବାର ଲୋକଙ୍କ ଧାରଣା "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
