Gajapati Writes to President: ବିଦେଶରେ ଇସ୍କନର ଅଦିନ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ପୁଣି ଚିଠି ଲେଖିଲେ ଗଜପତି ମହାରାଜା

Jul 07, 2026 - 16:30
Gajapati Writes to President: ବିଦେଶରେ ଇସ୍କନର ଅଦିନ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ପୁଣି ଚିଠି ଲେଖିଲେ ଗଜପତି ମହାରାଜା

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ଗଜପତି ମହାରାଜା। ବିଦେଶରେ ଇସ୍କନ ପକ୍ଷରୁ ଆୟୋଜିତ ଅଦିନ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ଚିଠି ଲେଖିଛନ୍ତି। ଏ ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ସମୟ ଲୋଡ଼ିଲେ ପୁରୀ ଗଜପତି ମହାରାଜା। 

ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି। ପରମ୍ପରାକୁ ଭାଙ୍ଗି ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯାଉଛି। ଏହା ଜଗନ୍ନାଥପ୍ରେମୀଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଉଛି ବୋଲି କହିଛନ୍ତି ପୁରୀ ଗଜପତି।

  • ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ଗଜପତି ମହାରାଜା
  • ବିଦେଶରେ ଇସ୍କନର ଅଦିନ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ଚିଠି
  • ଏ ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ସମୟ ଲୋଡ଼ିଲେ
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
  • ପରମ୍ପରାକୁ ଭାଙ୍ଗି ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯାଉଛି
  • ଏହା ଜଗନ୍ନାଥପ୍ରେମୀଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଉଛି

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।